Posted inଖେଳ

ସ୍ପିନରଙ୍କ ଆଗରେ ଧରାଶାୟୀ ହେଲା ପୂରା ଇଂଲଣ୍ଡ ଟିମ୍‌

ଅହମ୍ମଦାବାଦ,୨୪।୨: ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଥିବା ତୃତୀୟ ତଥା ଦିବାରାତ୍ର ଟେଷ୍ଟର ପ୍ରଥମ ଇନିଂସରେ ପୂରା ଇଂଲଣ୍ଡ ଦଳକୁ ୧୧୨ ରନରେ ସୀମିତ ରଖିଛନ୍ତି ଭାରତୀୟ ବୋଲରମାନେ। ମୁଖ୍ୟତଃ ଦୁଇ ସ୍ପିନର ଅକ୍ଷର ପଟେଲ ଓ ରବିଚନ୍ଦ୍ରନ ଅଶ୍ୱିନ। ଲୋକାଲ ଖେଳାଳି ଅକ୍ଷର ୬ ଉଇକେଟ ସଫଳତା ହାତେଇଥିବାବେଳେ ଅଶ୍ୱିନଙ୍କ ଭାଗରେ ୩ ଓ ୧୦୦ତମ ଟେଷ୍ଟ ଖେଳୁଥିବା ଈଶାନ୍ତଙ୍କ ଭାଗରେ ୧ ଉଇକେଟ ପଡ଼ିଛି।

ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଜ୍ୟାକ କ୍ରାଉଲେ(୫୩)ଙ୍କୁ ଛାଡ଼ି ଦେଲେ ଅନ୍ୟ କେହି କ୍ରିଜରେ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ଅଧିନାୟକ ଜୋ ରୁଟ (୧୭), ବେନ ଫୋକ୍ସ (୧୨) ଓ ଜୋଫ୍ରା ଆର୍ଚ୍ଚର (୧୧)ଙ୍କୁ ବ୍ୟତୀତ ଅନ୍ୟ କୌଣସି ଖେଳାଳି ଛୁଇଁ ପାରି ନ ଥିଲେ ଦୁଇ ଅଙ୍କ ସ୍କୋର।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri