୧୯ରେ ମହାକାଶକୁ ଯିବ ଆକ୍ସିଅମ୍‌-୪ ମିଶନ

ନୂଆଦିଲ୍ଲୀ,୧୪ା୬: ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ଓ ଅନ୍ୟ ୩ ଜଣ ଆସନ୍ତା ୧୯ ତାରିଖରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌) ଯିବା ଆଶା କରାଯାଉଛି। ସେମାନଙ୍କୁ ନେଇ ମହାକାଶ ଯିବାକୁ ଥିବା ଫାଲ୍‌କନ୍‌-୯ ରକେଟରେ ତରଳ ଅକ୍ସିଜେନ୍‌ ଲିକ୍‌ କାରଣରୁ ଏହାର ଲଞ୍ଚତ୍ଂକୁ ଗତ ୮, ୧୦ ଏବଂ ୧୧ ତାରିଖରେ ସ୍ଥଗିତ ରଖାଯାଇଥିଲା। ସ୍ପେସ୍‌ଏକ୍ସ ଉକ୍ତ ସମସ୍ୟାର ସମାଧାନ କରିଥିବା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଶନିବାର ଘୋଷଣା କରିଛି।

ନାସାର ଫ୍ଲୋରିଡାସ୍ଥିତ କେନେଡି ସ୍ପେସ୍‌ ସେଣ୍ଟରରୁ ଗତ ୧୧ ତାରିଖରେ ଆକ୍ସିଅମ୍‌ ସ୍ପେସ୍‌ ମିଶନ୍‌ ଉତ୍‌କ୍ଷେପଣ ହେବାକୁ ଥିବାବେଳେ ଫାଲ୍‌କନ-୯ ରକେଟରେ ଇନ୍ଧନ ଲିକ୍‌ ଏବଂ ଆଇଏସ୍‌ଏସ୍‌ର ରୁଷିଆ ସେକ୍ସନରେ ଲିକ୍‌ ଯୋଗୁ ଏହାକୁ ବିଳମ୍ବିତ କରାଯାଇଥିଲା। ଏବେ ଆକ୍ସିଅମ୍‌ ସ୍ପେସ୍‌ ୧୯ ତାରିଖରେ ଲଞ୍ଚ୍‌ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା ଇସ୍ରୋ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା,…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri