୧୯ରେ ମହାକାଶକୁ ଯିବ ଆକ୍ସିଅମ୍‌-୪ ମିଶନ

ନୂଆଦିଲ୍ଲୀ,୧୪ା୬: ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ଓ ଅନ୍ୟ ୩ ଜଣ ଆସନ୍ତା ୧୯ ତାରିଖରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌) ଯିବା ଆଶା କରାଯାଉଛି। ସେମାନଙ୍କୁ ନେଇ ମହାକାଶ ଯିବାକୁ ଥିବା ଫାଲ୍‌କନ୍‌-୯ ରକେଟରେ ତରଳ ଅକ୍ସିଜେନ୍‌ ଲିକ୍‌ କାରଣରୁ ଏହାର ଲଞ୍ଚତ୍ଂକୁ ଗତ ୮, ୧୦ ଏବଂ ୧୧ ତାରିଖରେ ସ୍ଥଗିତ ରଖାଯାଇଥିଲା। ସ୍ପେସ୍‌ଏକ୍ସ ଉକ୍ତ ସମସ୍ୟାର ସମାଧାନ କରିଥିବା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଶନିବାର ଘୋଷଣା କରିଛି।

ନାସାର ଫ୍ଲୋରିଡାସ୍ଥିତ କେନେଡି ସ୍ପେସ୍‌ ସେଣ୍ଟରରୁ ଗତ ୧୧ ତାରିଖରେ ଆକ୍ସିଅମ୍‌ ସ୍ପେସ୍‌ ମିଶନ୍‌ ଉତ୍‌କ୍ଷେପଣ ହେବାକୁ ଥିବାବେଳେ ଫାଲ୍‌କନ-୯ ରକେଟରେ ଇନ୍ଧନ ଲିକ୍‌ ଏବଂ ଆଇଏସ୍‌ଏସ୍‌ର ରୁଷିଆ ସେକ୍ସନରେ ଲିକ୍‌ ଯୋଗୁ ଏହାକୁ ବିଳମ୍ବିତ କରାଯାଇଥିଲା। ଏବେ ଆକ୍ସିଅମ୍‌ ସ୍ପେସ୍‌ ୧୯ ତାରିଖରେ ଲଞ୍ଚ୍‌ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା ଇସ୍ରୋ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ଅଷ୍ଟମ ଥର ପାଇଁ ସ୍ବଚ୍ଛ ସହର ତାଲିକାରେ ଏକ ନମ୍ବରରେ ରହିଲା ଇନ୍ଦୋର, ଜାଣନ୍ତୁ ଏହାପରେ ରହିଛି କେଉଁ ସହର

ନୂଆଦିଲ୍ଲୀ,୧୭।୭: କେନ୍ଦ୍ର ସରକାରଙ୍କ ବାର୍ଷିକ ସ୍ବଚ୍ଛତା ସର୍ଭେରେ, ଇନ୍ଦୋର ଲଗାତାର ଅଷ୍ଟମ ଥର ପାଇଁ ଭାରତର ସବୁଠାରୁ ସ୍ବଚ୍ଛ ସହର ହେବାର ଟାଇଟଲ ପାଇଛି। ସେହିପରି...

ଅହମଦାବାଦ ବିମାନ ଦୁର୍ଘଟଣାକୁ ନେଇ ବଡ଼ ଦାବି କଲା ଆମେରିକା ରିପୋର୍ଟ, କହିଲା ‘ପାଇଲଟ ହିଁ ବନ୍ଦ କରିଦେଇଥିଲେ ଇଞ୍ଜିନ ଫୁଏଲ’

ନୂଆଦିଲ୍ଲୀ,୧୭।୭: ଗୁଜୁରାଟର ଅହମଦାବାଦରେ ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନର ଦୁଇ ପାଇଲଟଙ୍କ ମଧ୍ୟରେ ଶେଷ କଥାବାର୍ତ୍ତାର କକପିଟ ରେକର୍ଡିଂ ସୂଚାଇଛି ଯେ କ୍ୟାପ୍ଟେନ ବିମାନର ଇଞ୍ଜିନର...

ଟ୍ରମ୍ପଙ୍କ ଚାଲ୍‌ରେ ଫସିଯିବ କି ଭାରତ: ହୋଇପାରେ ବଡ଼ କ୍ଷତି

ଓ୍ବାଶିଂଟନ୍‌,୧୭।୭: ଭାରତ ଏବଂ ଆମେରିକା ମଧ୍ୟରେ ଟ୍ରେଡ୍‌ ଡିଲ୍‌ ସମ୍ପର୍କରେ ଆଲୋଚନା ତୀବ୍ର ହୋଇଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି ସୂଚାଇଛନ୍ତି ଯେ, ଭାରତ...

ହୁତୁହୁତୁ ହୋଇ ଜଳିଗଲା ଶପିଂ ମଲ୍‌, ଜୀବନ୍ତ ଜଳିଗଲେ ୫୦ରୁ ଊର୍ଦ୍ଧ୍ୱ, ଭାଇରାଲ ହେଉଛି ଭିଡ଼ିଓ

ବାଗଦାଦ,୧୭।୭: ଇରାକର ଏକ ଶପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡରେ ଅତି କମରେ ୫୦ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ରିପୋର୍ଟ ମିଳିଛି। ସମ୍ବାଦ ସରବରାହ ସଂସ୍ଥା...

Video: ନ୍ୟୁଜ ପଢିବା ବେଳେ ଇସ୍ରାଏଲର ବୋମାମାଡ଼ରେ ହଡବଡେଇ ଯାଇ ଦୌଡିଲେ ଉପସ୍ଥାପିକା

ଜେରୁଜେଲମ,୧୭।୭: ଇରାନ ପରେ ଏବେ ଇସ୍ରାଏଲ ସିରିଆ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଛି। ଇସ୍ରାଏଲୀ ସେନା ବୁଧବାର (୧୬ ଜୁଲାଇ ୨୦୨୫) ସିରିଆର ରାଜଧାନୀ ଡାମାସ୍କସରେ...

କୋହଲି ଦୋଷୀ ସାବ୍ୟସ୍ତ: ହାଇକୋର୍ଟରେ ରିପୋର୍ଟ ଦାଖଲ କଲେ ସରକାର

ବେଙ୍ଗାଲୁରୁ,୧୭।୭:ବେଙ୍ଗାଲୁରୁରେ ଆଇପିଏଲ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବିଜୟ ଉତ୍ସବ ସମୟରେ ଦଳାଚକଟା ସମ୍ପର୍କରେ କର୍ନାଟକ ସରକାର ହାଇକୋର୍ଟରେ ଏକ ବିସ୍ତୃତ ରିପୋର୍ଟ ଦାଖଲ କରିଛନ୍ତି।...

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଡରାଇଲାଣି ହତ୍ୟାର ଭୟ, କହିଲେ ଯଦି ମୋର କିଛି ହୁଏ…

ଲାହୋର,୧୭।୭: ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବୁଧବାର ତାଙ୍କ ଦଳର ସଦସ୍ୟମାନଙ୍କୁ କହିଛନ୍ତି ଯେ ଯଦି ତାଙ୍କ ସହିତ ଏଠାରେ କିଛି ହୁଏ,...

ରାତି ୩ଟାରେ ୩୪ ମିନିଟ୍‌ର ଭିଡ଼ିଓ କରି ଝୁଲିପଡ଼ିଲେ BTech ଛାତ୍ର: ଗର୍ଲଫ୍ରେଣ୍ଡ ୩୦ ଲକ୍ଷ ଟଙ୍କା….

ଲକ୍ଷ୍ନୌ,୧୭।୭: ଉତ୍ତର ପ୍ରଦେଶର ବାରବାଙ୍କୀରୁ ଏକ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବି.ଟେକ ଛାତ୍ର ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri