ଆକ୍ସିସ ବ୍ୟାଙ୍କ-ଫ୍ଲିପ୍‌କାର୍ଟର ସହଯୋଗିତା

ନୂଆଦିଲ୍ଲୀ,୨୩।୧୧: ଆକ୍ସିସ ବ୍ୟାଙ୍କ ଓ ଫ୍ଲିପ୍‌କାର୍ଟ ମଧ୍ୟରେ ଏକ ଦ୍ୱିପାକ୍ଷିକ ବ୍ୟବସାୟିକ ସହଯୋଗିତା ସ୍ଥାପନ କରାଯାଇଛି। ସୁପର ଇଲାଇଟ୍‌ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ ଲାଗି ଏହି ସହଯୋଗିତା ସ୍ଥାପନ କରାଯାଇଥିବା ଜଣାପଡ଼ିଛି। ଏପରିକି ଫ୍ଲିପ୍‌କାର୍ଟ ସୁପର କଏନ୍‌ସ ରିୱାର୍ଡ ପ୍ରୋଗ୍ରାମକୁ ବ୍ୟାପକ କରିବା ଏବଂ ଗ୍ରାହକମାନଙ୍କୁ ଉନ୍ନତ ଶପିଂ ଅନୁଭୂତି ପ୍ରଦାନ କରିବା ଲାଗି ଏହି କାର୍ଡରେ ଶପିଂ କରୁଥିବା ଗ୍ରାହକମାନଙ୍କ ଲାଗି ବ୍ୟାପକ ସୁବିଧା ରହିଛି। ସେହିଭଳି ପୂର୍ବରୁ ପ୍ରଚଳନରେ ଥିବା ଫ୍ଲିପ୍‌କାର୍ଟ ଆକ୍ସିସ୍‌ ବ୍ୟାଙ୍କ କ୍ରେଡିଟ୍‌ କାର୍ଡ ୩ ନିୟୁତ ମାଇଲଖୁଣ୍ଟ ହାସଲ କରିବା ପରେ ଗ୍ରାହକମାନଙ୍କୁ ଅଧିକ ରିୱାର୍ଡ ପ୍ରଦାନ କରିବାକୁ ଏହି ସହଯୋଗିତାର ଉଦ୍ୟମ କରାଯାଇଛି। ଏ ସମ୍ପର୍କରେ ଆକ୍ସିସ୍‌ ବ୍ୟାଙ୍କର ସଭାପତି ଓ ମୁଖ୍ୟ-କାର୍ଡସ୍‌ ଆଣ୍ଡ ପେମେଣ୍ଟ୍‌ସ ସଂଜୀବ ମୋଘେ କହିଛନ୍ତି, ଗ୍ରାହକମାନଙ୍କ ଆବଶ୍ୟକତା ପୂରଣ କରିବା ଲାଗି ସ୍ବତନ୍ତ୍ର ଭାବେ ଏହା ପ୍ରସ୍ତୁତ କରାଯାଇଛି। ଏପରିକି ଏକ ନୂଆ ଭାରିଆଣ୍ଟର କ୍ରେଡିଟ୍‌ କାର୍ଡ ଫ୍ଲିପ୍‌କାର୍ଟ ଆକ୍ସିସ୍‌ ବ୍ୟାଙ୍କ ସୁପର ଇଲାଇଟ୍‌ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ ଜରିଆରେ ଫ୍ଲିପ୍‌କାର୍ଟ ସହ ସହଯୋଗିତାକୁ ଆମେ ପରବର୍ତ୍ତୀ ସ୍ତରକୁ ନେଉଥିବାରୁ ଉଲ୍ଲସିତ ମନେକରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri