ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା

ନୂଆଦିଲ୍ଲୀ,୧୪ା୯: ରିଅଲ ଇଷ୍ଟେଟ୍‌ ପ୍ଲାଟ୍‌ଫର୍ମ ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଗ୍ରାହକ ନିଜର ସ୍ବପ୍ନର ଘର ଅନୁସନ୍ଧାନ କରିବା ପ୍ରକ୍ରିୟାକୁ ଚିନ୍ତାମୁକ୍ତ, ପ୍ରଭାବଶାଳୀ ଓ ଉଲ୍ଲାସପୂର୍ଣ୍ଣ ଅନୁଭୂତିରେ ପରିଣତ କରିବାକୁ ଏହି ସ୍ବତନ୍ତ୍ର ପ୍ଲାଟ୍‌ଫର୍ମ ନିଶ୍ଚିତ କରିବ। ସେହିଭଳି ଆବାସିକ ସମ୍ପତ୍ତି ପାଇଁ ଗ୍ରାହକମାନଙ୍କ ସବୁ ପ୍ରକାର ପ୍ରଶ୍ନର ସମାଧାନ ଲାଗି ସ୍ବତନ୍ତ୍ର ଧରଣର ପ୍ଲାଟ୍‌ଫର୍ମ ଓପୋନ୍‌ ଡୋର୍‌ସକୁ ବିକଶିତ କରାଯାଇଛି। ଏ ସମ୍ପର୍କରେ ଆକ୍ସିସ୍‌ ବ୍ୟାଙ୍କର ଗ୍ରୁପ୍‌ କାର୍ଯ୍ୟନିର୍ବାହୀ ଏବଂ ମୁଖ୍ୟ ରିଟେଲ ଲେଣ୍ଡିଂ ଓ ପେମେଣ୍ଟସ୍‌ ସୁମିତ ବାଲି କହିଛନ୍ତି, ଓପୋନ୍‌ ଡୋର୍‌ସର ଉନ୍ମୋଚନ ସହ ଗୃହ କ୍ରେତାମାନଙ୍କ ଲାଗି ଏକ ଦୃଢ଼ ବ୍ୟବସ୍ଥା ଗଠନ କରିଛୁ। ସ୍କୋୟାର ୟାର୍ଡସ୍‌ ସହ ଆମର ସହଯୋଗିତାର ଲକ୍ଷ୍ୟ ହେଉଛି ଘର କିଣିବା ପ୍ରକ୍ରିୟାରେ ଆମ ଗ୍ରାହକମାନେ ସାମ୍ନା କରୁଥିବା ସମସ୍ୟାକୁ ସରଳ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ରପ୍ତାନିକାରୀଙ୍କ ଲାଗି ଅନିବାର୍ଯ୍ୟ ହେବ ଜିଏସ୍‌ଟିଇନ୍‌ ତଥ୍ୟ

ନୂଆଦିଲ୍ଲୀ,୧୦-୨: ରପ୍ତାନିକାରୀ ଏବଂ ଆମଦାନୀକାରୀଙ୍କ ଲାଗି ଫେବୃୟାରୀ ୧୫ରୁ ଜିଏସ୍‌ଟିଇନ୍‌ ତଥ୍ୟ ପ୍ରଦାନ କରିବା ଅନିବାର୍ଯ୍ୟ ହେବ। ସାମଗ୍ରୀ ଓ ସେବା ଟିକସ କ୍ଷେତ୍ରରେ ହେଉଥିବା...

ନାଚୁରାଲ୍‌ ଗ୍ୟାସ୍‌ ଆବଣ୍ଟନ ବନ୍ଦ କଲେ ସରକାର

ନୂଆଦିଲ୍ଲୀ,୧୮।୪: ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ ପକ୍ଷରୁ ଘରୋଇ କ୍ଷେତ୍ରରୁ ସିଟି ଗ୍ୟାସ୍‌ ଡିଷ୍ଟ୍ରିବ୍ୟୁଟର (ସିଜିଡି) କ୍ଷେତ୍ର ପାଇଁ ପ୍ରାକୃତିକ ଗ୍ୟାସ୍‌ର ନୂତନ ଆବଣ୍ଟନ ବନ୍ଦ କରି ଦିଆଯାଇଛି।...

୪୨ ପ୍ରତିଶତ କମିଲା ରାଜସ୍ବ ଆଦାୟ:ଯାନବାହନ କ୍ଷେତ୍ର ବିପର୍ଯ୍ୟସ୍ତ

ଭୁବନେଶ୍ୱର,୨୦। ୯(ବ୍ୟୁରୋ): କରୋନା ମହାମାରୀ ସ୍ବାସ୍ଥ୍ୟ ସେବା ସହିତ ଆର୍ଥିକ ଅବସ୍ଥାକୁ କ୍ଷତିଗ୍ରସ୍ତ କରିଛି। ଲୋକମାନଙ୍କର ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଥିବା ବେଳେ ରାଜକୋଷ ଉପରେ...

ରିଏଲ ଇଷ୍ଟେଟ, ରପ୍ତାନି ବୃଦ୍ଧିକୁ ପ୍ରୋତ୍ସାହନ; ମାନ୍ଦାବସ୍ଥା ଦୂର ପାଇଁ ୭୦ ହଜାର କୋଟିର ପ୍ୟାକେଜ ଘୋଷଣା

ନୂଆଦିଲ୍ଲୀ,୧୫-୯: ଆର୍ଥିକ ମାନ୍ଦାବସ୍ଥାକୁ ଦୂରକରିବା ଉଦ୍ଦେଶ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ରିଏଲ ଇଷ୍ଟେଟ କ୍ଷେତ୍ରରେ ନିବେଶ ଓ ରପ୍ତାନି ବୃଦ୍ଧି ଲାଗି ୭୦ ହଜାର...

କିଙ୍ଗଫିଶର ଦଶା ଭୋଗିପାରେ ଜେଟ୍‌; ଉଡାଣ ସାମୟିକ ବନ୍ଦ ଲାଗି ମ୍ୟାନେଜମେଣ୍ଟର ପ୍ରସ୍ତାବ

ନୂଆଦିଲ୍ଲୀ,୧୭-୪: କିଙ୍ଗଫିଶର ଏୟାରଲାଇନ୍ସ ଭଳି ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯିବାର ସମ୍ଭାବନା ସୃଷ୍ଟି ହୋଇଛି। ଯାହା ଜଣାପଡୁଛି ବିଜୟ ମାଲ୍ୟାଙ୍କ କମ୍ପାନୀ ଭଳି ନରେଶ ଗୋୟଲଙ୍କ...

ସିସିଡିର ବକେୟା ଋଣ ହଜାର କୋଟିକୁ କମିବ

ନୂଆଦିଲ୍ଲୀ,୧୮-୮: ଲୋକପ୍ରିୟ କଫି ଚେନ୍‌ କ୍ୟାଫେ କଫି ଡେ(ସିସିଡି)ର ବକେୟା ଋଣ ଭାର ୧ ହଜାର କୋଟି ଟଙ୍କାକୁ ଖସି ଆସିବ ବୋଲି ଏହାକୁ ପରିଚାଳନା...

ଟିକ୍‌ଟକରୁ ସିଇଓ କେଭିନ ମେୟରଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୮।୮: ସର୍ଟ ଭିଡିଓ ଆପ୍‌ ଟିକ୍‌ଟକ ଗତ କିଛି ଦିନ ହେବ ବିଭିନ୍ନ ସମସ୍ୟା ସାମ୍ନା କରୁଛି। ଏହି କମ୍ପାନୀ ବର୍ତ୍ତମାନ ସମୟରେ ବିଭିନ୍ନ ବିବାଦୀୟ...

ଏସ୍‌ବିଆଇର ନୂଆ ମୁଖ୍ୟ ହେବେ ଦିନେଶ ଖାରା

ନୂଆଦିଲ୍ଲୀ,୨୯।୮: ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ)ର ନୂଆ ଅଧ୍ୟକ୍ଷ ଭାବେ ଦିନେଶ ଖାରା ଅକ୍ଟୋବରରେ ଦାୟିତ୍ୱ ଗ୍ରହଣ କରିବେ।...

Advertisement
Archives

Model This Week