ଆକ୍ସିସ୍‌ ବ୍ୟାଙ୍କର ନୂତନ ଅଭିଯାନ

ଭୁବନେଶ୍ୱର, ୧୨।୧୦:ଆକ୍ସିସ୍‌ ବ୍ୟାଙ୍କର ନୂତନ ଅଭିଯାନ ‘ଓପନ୍‌ ବାଏ ଆକ୍ସିସ୍‌ ବ୍ୟାଙ୍କ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଏହା ଜରିଆରେ ବ୍ୟାଙ୍କର ଡିଜିଟାଲ୍‌ ଦକ୍ଷତାକୁ ଗୁରୁତ୍ୱାରୋପ କରାଯାଇଛି। ଏପରିକି ଓପନ୍‌୨୦୨୩ ଅଭିଯାନରେ ବ୍ୟାଙ୍କର ୧୫ ପ୍ରମୁଖ ଡିଜିଟାଲ ସେବା ଉପରେ ଗୁରୁତ୍ୱ ଦିଆଯାଇଛି। ବ୍ୟାଙ୍କ ଭିତରେ ଏକ ଡିଜିଟାଲ ବ୍ୟାଙ୍କର ଶୁଭାରମ୍ଭ କରିବା ଲାଗି ଦୀର୍ଘଦିନରୁ ଆକ୍ସିସ୍‌ ବ୍ୟାଙ୍କ ପ୍ରୟାସ କରୁଥିଲା। ବିଶେଷକରି ଏହି ମୋବାଇଲ ଆପ୍ଲିକେଶନର ଶୁଭାରମ୍ଭ ବ୍ୟାଙ୍କର ଉନ୍ନତ ଡିଜିଟାଲ ସେବାକୁ ଦର୍ଶାଉଛି। ବିଗତ ୩ ଦଶନ୍ଧି ଧରି ଭୌତିକ ଦୁନିଆରେ ‘ଓପନ୍‌’ ଆକ୍ସିସ୍‌ ବ୍ୟାଙ୍କର ଗ୍ରାହକ କୈନ୍ଦ୍ରିକ ଦୃଷ୍ଟିକୋଣର ମୂଳମନ୍ତ୍ର ଥିଲା। ଏହି ଅଭିଯାନ ଡିଜିଟାଲ୍‌ ଦୁନିଆରେ ବ୍ୟାଙ୍କର ସେହି ‘ଓପନ୍‌’ ଦୃଷ୍ଟିକୋଣ ଉପଯୋଗୀ ରହିଥିବାକୁ ଦର୍ଶାଉଛି।

ଡିଜିଟାଲ ବ୍ୟାଙ୍କିଙ୍ଗ୍‌ର ଶୀର୍ଷ ଭାବେ ‘ଓପନ୍‌ ବାଏ ଆକ୍ସିସ୍‌ ବ୍ୟାଙ୍କ’କୁ ଉପସ୍ଥାପନ କରିବା ଲକ୍ଷ୍ୟ ନେଇ ଏହି ସେବାର ଶୁଭାରମ୍ଭ ହୋଇଛି, ଯାହା ସମସ୍ତ ବିଶ୍ୱାସଯୋଗ୍ୟ ଓ ପସନ୍ଦ କରାଯାଉଥିବା ସୁବିଧାସୁଯୋଗଗୁଡ଼ିକୁ ଗ୍ରାହକଙ୍କ ସୁହାଇବା ଭଳି ଆଧୁନିକ ଇଣ୍ଟରଫେସ୍‌ରେ ଉଭୟ ପୁରୁଣା ଓ ନୂଆ ଗ୍ରାହକଙ୍କ ପାଇଁ ଆଣିଦେବ।ଏ ସମ୍ପର୍କରେ ଆକ୍ସିସ୍‌ ବ୍ୟାଙ୍କର ସଭାପତି ଓ ଡିଜିଟାଲ ବ୍ୟବସାୟ ଓ ରୂପାନ୍ତରଣ ମୁଖ୍ୟ ସମୀର ସେଠୀ କହିଛନ୍ତି, ବ୍ୟାଙ୍କ ଭିତରେ ଡିଜିଟାଲ ବ୍ୟାଙ୍କ ପାଇଁ ଆକ୍ସିସ୍‌ ୨.୦ କୁ ଗଠନ କରିବା ଲାଗି ଆମେ ଅଭିଳାଷ ରଖିଥିଲୁ। ପ୍ରତିଟି କାର୍ଯ୍ୟ ଓ ନିଷ୍ପତ୍ତିର ମୂଳରେ ଗ୍ରାହକଙ୍କୁ ରଖି ଏହି ଯାତ୍ରା ଆଗକୁ ବଢ଼ୁଛି। ଏପରିକି ଆମେ ଡିଜିଟାଲ ପ୍ରଥମ ଉପତ୍ାଦରେ ନିବେଶ ଜାରି ରଖିଛୁ, ଯାହା ବ୍ୟାଙ୍କର ଉଭୟ ନୂଆ ଓ ପୁରୁଣା ଗ୍ରାହକଙ୍କ ପାଇଁ ଲାଭଦାୟକ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri