ଭୁବନେଶ୍ୱର,୧୧।୧୦: ଆକ୍ସିସ୍ ବ୍ୟାଙ୍କ ଏବଂ ଫିନ୍ଟେକ୍ କମ୍ପାନୀ ଫାଇବ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଭାରତର ପ୍ରଥମ ନମ୍ବର ବିହୀନ କ୍ରେଡିଟ୍ କାର୍ଡର ଶୁଭାରମ୍ଭ କରିବା ପାଇଁ ଉକ୍ତ ସହଭାଗିତା ହୋଇଥିବା ଉଭୟ ସଂସ୍ଥା (କମ୍ପାନୀ) ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଏହି ନମ୍ବରବିହୀନ କ୍ରେଡିଟ୍ କାର୍ଡ ଗ୍ରାହକଙ୍କୁ ଅତିରିକ୍ତ ସୁରକ୍ଷା ପ୍ରଦାନ କରିବ। କାରଣ ସେଥିରେ କାର୍ଡର ନମ୍ବର, ଏକ୍ସପାଏରି ତାରିଖ କିମ୍ବା ସିଭିଭି ନମ୍ବର ଲେଖା ହୋଇ ନ ଥିବ। ଫଳରେ ସହଜରେ ଗ୍ରାହକଙ୍କ ପରିଚୟ ଚୋରାଇ ହେବ ନାହିଁ, ଯାହା ସୁରକ୍ଷା ଓ ଗୋପନୀୟତାକୁ ସୁନିଶ୍ଚିତ କରିବ।
ଏ ସମ୍ପର୍କରେ ଆକ୍ସିସ୍ ବ୍ୟାଙ୍କର ସଭାପତି ଓ କାର୍ଡ ଆଣ୍ଡ୍ ପେମେଣ୍ଟ୍ସ ମୁଖ୍ୟ ସଂଜୀବ ମୋଘେ କହିଛନ୍ତି, ଏହି ବୈପ୍ଳବିକ ଉପସ୍ଥାପନାରେ ଫାଇବ ସହିତ ସହଯୋଗିତା ସ୍ଥାପନ କରିଥିବାରୁ ଆମେ ବେଶ୍ ଖୁସି ଅଛୁ, ଯାହା ଜରିଆରେ ଆମେ ଅଧିକ ଲୋକଙ୍କୁ ସେବା ପ୍ରଦାନ କରିପାରିବୁ।
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

