ନୂଆଦିଲ୍ଲୀ,୨୧।୮: ଆକ୍ସିସ୍ ବ୍ୟାଙ୍କର ନୂତନ ଉତ୍ପାଦ ‘ନିଓ ଫର୍ ମର୍ଚ୍ଚାଣ୍ଟ ଆପ୍’ର ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏପରିକି ଭିସା ଓ ମିନଟୋକ୍ର ସହଭାଗିତାରେ ମର୍ଚ୍ଚାଣ୍ଟମାନଙ୍କ ଲାଗି ‘ନିଓ ଫର୍ ମର୍ଚ୍ଚାଣ୍ଟ ଆପ୍’ର ଶୁଭାରମ୍ଭ କରାଯାଇଛି। ସେହିଭଳି ଉନ୍ନତ ବ୍ୟାଙ୍କିଙ୍ଗ୍ ସମାଧାନ ଜରିଆରେ ବ୍ୟବସାୟକୁ ସଶକ୍ତ କରିବାରେ ଆକ୍ସିସ୍ ବ୍ୟାଙ୍କର ରହିଥିବା ପ୍ରତିବଦ୍ଧତାରେ ଏହା ଏକ ନୂଆ ମାଇଲଖୁଣ୍ଟ ବୋଲି କୁହାଯାଉଛି। ଏପରିକି ମିତବ୍ୟୟୀ ୟୁଜର ଇଣ୍ଟରଫେସ୍, ପେମେଣ୍ଟ ଗ୍ରହଣ କରିବାର ବିକଳ୍ପ ଓ ମୂଲ୍ୟବାନ୍ ବ୍ୟବସାୟ ସୂଚନା ସହ ନିଓ ଫର୍ ମର୍ଚ୍ଚାଣ୍ଟ ଆପ୍ ଭାରତରେ ପେମେଣ୍ଟ ଦୃଶ୍ୟପଟର ପରିବର୍ତ୍ତନ ଆଣିପାରିବ।
ସେହିପରି ନିଓ ଫର୍ ମର୍ଚ୍ଚାଣ୍ଟ ଆପ୍ ଜରିଆରେ ମର୍ଚ୍ଚାଣ୍ଟମାନେ ପେମେଣ୍ଟ ଗ୍ରହଣ, କାରବାର ରିପୋର୍ଟ ଏବଂ ସେବା ଅନୁରୋଧ ମଧ୍ୟ ପଠାଇପାରିବେ। ସେଥିପାଇଁ ସେମାନଙ୍କୁ ଆଉ ରିଲେଶନ୍ଶିପ୍ ମ୍ୟାନେଜରଙ୍କ ଉପରେ ନିର୍ଭରଶୀଳ ରହିବାକୁ ପଡ଼ିବନାହିଁ। ଏହି ଆପ୍ ସୁଲଭ ସମାଧାନ ପ୍ରଦାନ ସହ ଓମ୍ନି ଚ୍ୟାନେଲ ପେମେଣ୍ଟ ଅନୁଭୂତି ବଢ଼ାଇବ ଏବଂ ମର୍ଚ୍ଚାଣ୍ଟମାନଙ୍କ କାରବାର ଓ ସେବା ରିପୋର୍ଟ ଆବଶ୍ୟକତା ପାଇଁ ଏକକ ସମାଧାନ ପ୍ରଦାନ କରିବ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

