ଚକରେ ସଂଯୋଗ ହେଲା ଅଖ

ପୁରୁଣା ଭୁବନେଶ୍ୱର,୨ା୪(ଡି.ଏନ୍‌.ଏ.): ଆସନ୍ତା ଅଶୋକାଷ୍ଟମୀରେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏ ନେଇ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ନିର୍ମାଣ ହେଉଥିବା ରଥ ଚକରେ ନୂଆ ଅଖ ଲାଗି ହୋଇଛି। ବିଧି ମୁତାବକ ମଙ୍ଗଳ ଆଳତି, ଅବକାଶ, ରୋଷହୋମ, ଛାମୁ ପରିଷ୍କାର କରାଯାଇ ମହାସ୍ନାନ ଦିଆଯାଇଥିଲା। ପରେ ଠାକୁରଙ୍କ ବେଶ କରାଯାଇଥିଲା। ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା, ଖଇଦହି ବଲ୍ଲଭ, ଠାକୁରାଣୀ ଖଇଦହି ବଲ୍ଲଭ ସରିବା ପରେ ପାଳିଆ ପୂଜାପଣ୍ଡା ସେବାୟତ ମଣ୍ଟୁ ପୂଜାପଣ୍ଡାଙ୍କ ସହ ପତ୍ରୀ, ଚର୍ଚ୍ଚେଇତ, ମନ୍ଦିର ସୁପରଭାଇଜର, ପର୍ବଯାତ୍ରୀ ବିଶୋଇ ଘଣ୍ଟ କାହାଳି ସହ ରଥଖଳାରେ ପହଞ୍ଚିଥିଲେ। ପତ୍ରୀ ସେବକ ଅଖରେ ଚନ୍ଦନ, ସିନ୍ଦୂର, ଫୁଲମାଳ ଦେଇସାରିବା ପରେ ଅଖ ପାଖରେ କଳସ ସ୍ଥାପନ କରାଯାଇଥିଲା। ପତ୍ରୀ ସେବକ ଠା’ କରିଥିଲେ। ଏହାପରେ ପୂଜାପଣ୍ଡା ସେବକ ପଞ୍ଚ ଉପଚାରରେ ଉକ୍ତ କଳସ ଓ ଅଖକୁ ପୂଜାକରି ଧୂପ ଦୀପ ଭୋଗ ନୈବେଦ୍ୟ ଅର୍ପଣ କରିଥିଲେ। ପରେ ରଥ ନିର୍ମାଣରେ ନିୟୋଜିତ ମହାରଣା ସେବାୟତମାନେ ଚକରେ ଅଖ ସଂଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ସୁସ୍ଥ ହେଲେଣି ୩୦୨ ଆକ୍ରାନ୍ତ: ଆଉ ୮୯ କରୋନା ଆକ୍ଟିଭ

ଛତ୍ରପୁର, ୨୮।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୪ ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଛି। ଏଥିରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିଭଳି...

ପ୍ରତିଶ୍ରୁତି ଦେଇଥିବା ଅଧିକାରୀଙ୍କୁ ପାଇଲେନି: ଲୋକେକାର୍ଯ୍ୟ ବନ୍ଦକରି ବିଦ୍ୟୁତ୍‌ ଅଫିସ ଘେରିଲେ

ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ତାରିଖ ପରେ ତାରିଖ ଘୁଞ୍ଚୁଛି। ହେଲେ ମିଳିପାରୁନି ବିଦ୍ୟୁତ୍‌ ସେବା। ବାତ୍ୟା ପରଠାରୁ ବିନା ବିଦ୍ୟୁତ୍‌ରେ ଛଟପଟ ହେଉଥିବା ବିପନ୍ନମାନେ ଧୈର୍ଯ୍ୟହରାଇ ଆନ୍ଦୋଳନାତ୍ମକ...

ଆପଣଙ୍କ ବ୍ଲକରେ କେବେ ନିର୍ବାଚନ ଜାଣନ୍ତୁ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଏହି...

ଜଣଙ୍କୁ ପଥରରେ ଛେଚି ହତ୍ୟା, ମୃତଦେହ ନିକଟରେ ଦୁର୍ବୃତ୍ତ ରକ୍ତରେ ଲେଖିଲେ ପରବର୍ତ୍ତୀ ଟାର୍ଗେଟଙ୍କ ନାଁ

ପୁରୁଷୋତ୍ତମପୁର,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ରବିବାର ରାତିରେ ଶୋଇଥିବା ଅବସ୍ଥାରେ ଅତି ବୀଭତ୍ସ ଭାବରେ ମୁଣ୍ଡକୁ ପଥର...

ଅଗ୍ରଗତି ପୂର୍ବରୁ ଫାଟି ଆଁ

ବଇଣ୍ଡା,୨୮ା୫ (ପରିକ୍ଷିତ ସାହୁ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ୪ ଲେନ୍‌ କାର୍ଯ୍ୟ ଅନୁଗୋଳ ଜିଲାରେ ଠିକ୍‌ଠାକ୍‌ ଚାଲିନି। ୩ ବର୍ଷ ତଳୁ କିଶୋରନଗର...

ଚଳିତ ବର୍ଷ ୩୮ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ତେବେ ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ପ୍ରଶ୍ନୋତ୍ତର...

ଜେଲଗଲେ ଘରୋଇ ସ୍କୁଲ ଶିକ୍ଷକ

ଭୁବନେଶ୍ୱର,୬।୩(ବ୍ୟୁରୋ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଅସଦାଚରଣ କରୁଥିଲେ ଶିକ୍ଷକ। ଖରାପ ନଜର ରଖି ନାନା ଭାବେ ହଇରାଣ କରୁଥିଲେ।...

ଲକ୍‌ଡାଉନ୍‌ ୪.୦: ବିଏମ୍‌ସି ଆଣିବ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନା ପାଇଁ କେନ୍ଦ୍ର ସରକାର ଦେଶରେ ଲାଗୁ କରିଥିବା ଲକ୍‌ଡାଉନ୍‌କୁ ଆଉ ଦୁଇ ସପ୍ତାହ ଅର୍ଥାତ୍‌ ମେ ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଚତୁର୍ଥ ପର୍ଯ୍ୟାୟ...

Advertisement
Archives

Model This Week