ଜୟଆଲୁକ୍କାସର କ୍ୟାଶବ୍ୟାକ ସେଲିବ୍ରେଶନ

ନୂଆଦିଲ୍ଲୀ,୧୮।୪: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍କାସ ପକ୍ଷରୁ ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଆକର୍ଷଣୀୟ କ୍ୟାଶବ୍ୟାକ ସେଲିବ୍ରେଶନ କ୍ୟାମ୍ପେନିଙ୍ଗର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଜୟଆଲୁକ୍କାସରେ କିଣାକିଣି କଲେ ଗ୍ରାହକଙ୍କୁ ପ୍ରତି କ୍ରୟ ଉପରେ କ୍ୟାଶବ୍ୟାକର ସୁବିଧା ପ୍ରଦାନ କରାଯାଉଛି। ଏପରିକି ଏହି ଅଭିଯାନ ୨୦୨୩ ଏପ୍ରିଲ ୨୩ ମଧ୍ୟରେ କିଣାକିଣି କଲେ ଗ୍ରାହକଙ୍କୁ ଏକ ନିର୍ଦ୍ଦିଷ୍ଟ ରାଶିର ଉପହାର ଗିଫ୍ଟ ଭାଉଚର ଆକାରରେ ଦିଆଯାଉଛି। ଅପରପକ୍ଷରେ ୧୦,୦୦୦ ଟଙ୍କାର ରୁପା ଅଳଙ୍କାର କ୍ରୟ ଉପରେ ୫୦୦ଟଙ୍କାର ଗିଫ୍ଟ ଭାଉଚର ଦିଆଯାଉଥିବା ବେଳେ ୫୦,୦୦୦ ଟଙ୍କାର ସୁନା ଗହଣା କ୍ରୟ ଉପରେ ୧୦୦୦ ଟଙ୍କାର ଗିଫ୍ଟ ଭାଉଚର ଗ୍ରାହକଙ୍କୁ ପ୍ରଦାନ କରାଯାଉଛି। ସେହିଭଳି ୫୦,୦୦୦ ଟଙ୍କାର ହୀରା ଓ ଅନକଟ ହୀରା ଏବଂ ମୂଲ୍ୟବାନ ଅଳଙ୍କାର କିଣିଲେ ଗ୍ରାହକଙ୍କୁ ୨୦୦୦ ଟଙ୍କାର ଗିଫ୍ଟ ଭାଉଚର ଷ୍ଟୋର ପକ୍ଷରୁ ଯୋଗାଇ ଦିଆଯାଉଛି। ଏପରିକି ଏସବିଆଇ କ୍ରେଡିଟ କାର୍ଡରେ କିଣାକିଣି କଲେ ଗ୍ରାହକଙ୍କୁ ଅତିରିକ୍ତ ୫%ର ରିହାତି ମିଳୁଛି ବୋଲି ଜୟଆଲୁକ୍କାସ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଜୟଆଲୁକ୍କାସ ଗ୍ରୁପର ଚେୟାରମ୍ୟାନ ଏବଂ ଏମଡି ଜୟ ଆଲୁକ୍କାସ କହିଛନ୍ତି,ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଆମର ପ୍ରିୟ ଗ୍ରାହକଙ୍କୁ ଆକର୍ଷଣୀୟ ଅଫର ଓ ସୁବିଧା ଯୋଗାଇ ଦେଉଛୁ। ଏପରିକି ପବିତ୍ର ଅକ୍ଷୟ ତୃତୀୟା ପାଇଁ ଆମେ ଗ୍ରାହକଙ୍କୁ ଆକର୍ଷଣୀୟ ଡିଜାଇନ ଓ କଲେକ୍ସନ ଯୋଗାଇ ଦେବୁ ବୋଲି ପ୍ରତିଶ୍ରୁତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?