ଆୟାତୋଲ୍ଲା ଖାମେନେଇଙ୍କୁ ଏଯାଏ କବର ଦିଆଯାଇନାହିଁ

ତେହରାନ,୨୦ା୪: ଗତ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଇରାନର ତତ୍କାଳୀନ ସୁପ୍ରିମ ଲିଡର ୮୬ ବର୍ଷୀୟ ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଘଟିଥିଲା। ଇତିମଧ୍ୟରେ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ମୃତ ସୁପ୍ରିମ ଲିଡରଙ୍କ ମରଶରୀରକୁ ଏପର୍ଯ୍ୟନ୍ତ କବର ଦିଆଯାଇନାହିଁ। ସର୍ବସାଧାରଣରେ ବୃହତ୍‌ ଶେଷକୃତ୍ୟ ଆୟୋଜନ କରିବାରେ ଇରାନୀୟ ଅଧିକାରୀମାନେ ସୁରକ୍ଷାକୁ ନେଇ ଆଶଙ୍କା କରୁଛନ୍ତି।
ମାର୍ଚ୍ଚ ୪ରୁ ୩ ଦିନିଆ ରାଷ୍ଟ୍ରୀୟ ଶେଷକୃତ୍ୟ ପାଇଁ ଇରାନ୍‌ ପ୍ରଥମେ ଯୋଜନା କରିଥିଲା। ସେତେବେଳେ ଆମେରିକା ଏବଂ ଇସ୍ରାଏଲୀ ସୈନ୍ୟ ଜୋର୍‌ଦାର ବୋମାମାଡ଼ ଜାରି ରଖିଥିବାରୁ ଉକ୍ତ ଯୋଜନାକୁ କାର୍ଯ୍ୟକାରୀ କରାଯାଇ ନ ଥିଲା। ଅନ୍ତ୍ୟେଷ୍ଟିକ୍ରିୟାରେ ଅଭୂତପୂର୍ବ ଜନସମାଗମ ହେବାକୁ ଥିବାରୁ ଏହାକୁ ବିଳମ୍ବିତ କରାଯାଇଥିଲା। ଇରାନ ଏବେ ବଡ଼ ଉତ୍ସବ ଆୟୋଜନ କରିବା ସ୍ଥିତିରେ ନାହିିଁ। ଶାସନ ବ୍ୟବସ୍ଥା ଏତେ ଦୁର୍ବଳ ଓ ଭୟଭୀତ ଯେ, ସେମାନେ ବଡ଼ ଧରଣର କାର୍ଯ୍ୟକ୍ରମ କରିବାକୁ ସାହସ କରୁନାହାନ୍ତି ବୋଲି ଆମେରିକୀୟ ବିଶ୍ଳେଷକ ବେହନାମ ତାଲେବ୍ଲୁ କହିଛନ୍ତି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri