Posted inଜାତୀୟ

ଭକ୍ତଙ୍କୁ ଅପିଲ: ରାମନବମୀରେ ଅଯୋଧ୍ୟା ନ ଆସି ଘରେ କରନ୍ତୁ ପୂଜାପାଠ

ଅଯୋଧ୍ୟା,୨୦।୪: ପ୍ରଭୁ ରାମଙ୍କ ନଗରୀ ଅଯୋଧ୍ୟାରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଅଯୋଧ୍ୟା ସନ୍ଥ ସମାଜର ସଭାପତି, କହ୍ନେୟା ଦାସ ଏବଂ ରଙ୍ଗ ମହଲ ମନ୍ଦିର ମହନ୍ତ ରାମଶରଣ ଦାସ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତି। ଏହି କାରଣରୁ ରାମ ନବମୀଙ୍କୁ ଦୃଷ୍ଟିରେ ରଖି ଭକ୍ତମାନଙ୍କ ପାଇଁ ରାମ ଜନ୍ମଭୂମିି ମନ୍ଦିର ସମେତ ଅଯୋଧ୍ୟାର ସମସ୍ତ ବଡ ମନ୍ଦିର ବନ୍ଦ ରହିଛି। ଭକ୍ତମାନଙ୍କ ରାମ ମନ୍ଦିର ଦର୍ଶନ ବନ୍ଦ ହେବା ସମ୍ପର୍କରେ ଶ୍ରୀ ରାମ ଜନ୍ମଭୂମି ଟ୍ରଷ୍ଟ ମଧ୍ୟ ଏକ ପ୍ରେସ ନୋଟ ଜାରି କରି କହିଛି, ଅଯୋଧ୍ୟାକୁ ଆସିବା ପରିବର୍ତ୍ତେ ସମସ୍ତେ ନିଜ ଘରେ ରହି ପୂଜାପାଠ କରନ୍ତୁ। ଅଯୋଧ୍ୟାରେ କରୋନା ସଂକ୍ରମଣ ବୃଦ୍ଧି ଏବଂ ମୃତ୍ୟୁ ହାର ବୃଦ୍ଧି ହେତୁ ଏଭଳି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri