Posted inଜାତୀୟ

ପ୍ରଥମଥର ଲାଗି ଦ୍ୱିପୋତ୍ସବରେ ସାମିଲ ହେବେ ମୋଦି, ରାମଲଲା ବିରାଜମାନଙ୍କ ସାମ୍ନାରେ ଜଳାଇବେ ୫ ବିଶେଷ ଦୀପ

ଅଯୋଧ୍ୟା,୨୩।୧୦: ଅଯୋଧ୍ୟାରେ ଏଥର ଦୀପାବଳି କିଛି ଭିନ୍ନ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମଲଲା ବିରଜମାନ ସାମ୍ନାରେ ୫ଟି ଦୀପ ଜାଳିବେ । ଏହି ଦୀପ ପଞ୍ଚତତ୍ତ୍ୱ(ଜଳ, ଆକାଶ, ଅଗ୍ନି, ବାୟୁ, ପୃଥିବି)ର ପ୍ରତିକ ହେବ । ଏହାପରେ ପ୍ରଧାନମନ୍ତ୍ରୀ ନିର୍ମାଣାଧିନ ରାମ ମନ୍ଦିରର ଗର୍ଭଗୃହଠାରେ ସ୍ଥାପନ କରାଯାଇଥିବା ‘ଧର୍ମଧ୍ୱଜ’ ସାମ୍ନାରେ ବି ଦୀପ ଜଳାଇବେ । ସୂଚନାଯୋଗ୍ୟ, ଗର୍ଭଗୃହରେ ଯେଉଁ ଧର୍ମଧ୍ୱଜ ସ୍ଥାପନ କରାଯାଇଛି ଏହା ସାମ୍ନାରେ ସକାଳ ସନ୍ଧ୍ୟାରେ ପୂଜା କରାଯାଉଛି । ରବିବାର ଏଠାରେ ଦୀପ ଜାଳି ମୋଦି ଦ୍ୱିପୋତ୍ସବର ଶୁଭାରମ୍ଭ କରିବେ ।
ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀ ଅଯୋଧ୍ୟା ଦ୍ୱିପୋତ୍ସବରେ ସାମିଲ ହେଉଥିବାରୁ ରାମ ଭକ୍ତଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଛି । ଦ୍ୱିପୋତ୍ସବ ଲାଗି ରାମଙ୍କ ପିଣ୍ଡିରେ ତିଆରି ହୋଇଥିବା ମୁଖ୍ୟ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ଆନନ୍ଦିବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରୀୟ ପକ୍ଷି ମୟୁର ଭଳି ପ୍ରସ୍ତୁତ କରାଯାଇଥିବା ଦୀପ ଜଳାଇ ସମାରୋହର ଶୁଭାରମ୍ଭ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

us-president-plan-to-enter-iran-and-extract-400-kg-uranium-donald-trump-statements-amid-iran-us-israel-war-conflict-in-west-asia

ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri