Posted inଜାତୀୟ

ଅଯୋଧ୍ୟା ରେଳ ଷ୍ଟେଶନ ନାଁ ହେଲା ପରିବର୍ତ୍ତନ

ଅଯୋଧ୍ୟା,୨୭।୧୨: ଅଯୋଧ୍ୟା ରେଳ ଷ୍ଟେଶନର ନାମ ଅଯୋଧ୍ୟା ଧାମ ଜଙ୍କସନରେ ପରିବର୍ତ୍ତନ କରାଯାଇଛି। ଅଯୋଧ୍ୟାର ଭାଜପା ଏମ୍‌ପି ଲାଲୁ ସିଂଙ୍କ ବୁଧବାର ଏକ୍ସରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ରାମ ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ ଜାନୁଆରୀ ୨୨ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହାପୂର୍ବରୁ ଡିସେମ୍ବର ୩୦ରେ, ପ୍ରଧାନମନ୍ତ୍ରୀ ଅଯୋଧ୍ୟାରେ ନୂତନ ବିମାନବନ୍ଦର ଏବଂ ନୂତନ ଭାବରେ ନିର୍ମିତ ରେଳ ଷ୍ଟେଶନକୁ ମଧ୍ୟ ଉଦଘାଟନ କରିବେ।
ଲାଲୁ ସିଂ ଏକ୍ସରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ନବନିର୍ମାଣ ଗ୍ରାଣ୍ଡ ଅଯୋଧ୍ୟା ରେଳ ଷ୍ଟେଶନର ନିଁ ଜନସାଧାରଣଙ୍କ ଆଶା ଅନୁଯାୟୀ ଅଯୋଧ୍ୟା ଧାମ ଜଙ୍କସନରେ ପରିବର୍ତ୍ତିତ ହୋଇଛି। ସମ୍ମାନିତ ସାଧୁ, ଅଯୋଧ୍ୟା ବାସିନ୍ଦା ତଥା ଭକ୍ତଙ୍କ ତରଫରୁ ମୁଁ ପ୍ରଧାନମନ୍ତ୍ରୀ ମୋଦି, ସିଏମ ଯୋଗୀ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୋର ହୃଦୟରୁ କୃତଜ୍ଞତା ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri