Posted inଜାତୀୟ

ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ: ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି

ଲକ୍ଷ୍ନୌ,୨୫ ।୪: ଅଯୋଧ୍ୟା ରାମ ମନ୍ଦିର ନିର୍ମାଣର କର୍ତ୍ତା ମହନ୍ତ ନୃତ୍ୟ ଗୋପଳ ଦାସ ରବିବାର ଅସୁସ୍ଥ ହୋଇ ପଡିଛନ୍ତି । ଏବେ ତାଙ୍କୁ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୮୪ ବର୍ଷିୟ ମହନ୍ତ ନୃତ୍ୟ ଗୋପାଳ ମନ୍ଦିର ନିର୍ମାଣର କର୍ତ୍ତା ସହ ରାମ ଜନ୍ମଭୂମୀ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ବି ରହିଛନ୍ତି ।
ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ୱାସ୍ଥ୍ୟକୁ ନେଇ ମେଦାନ୍ତ ହସ୍ପିଟାଲ ପକ୍ଷରୁ ଏକ ହେଲ୍ଥ ବୁଲେଟିନ ଜାରି କରାଯାଇଛି । ଏଥିରେ ଦର୍ଶାଯାଇଛି କି ତାଙ୍କ ପରିସ୍ରା ନଳୀ ଓ ଲିଭରରେ ସମସ୍ୟା ରହିଛି । ଯାହା ଫଳରେ ତାଙ୍କୁ ରବିବାର ଦିନ ପ୍ରାୟ ୧୨ଟା ୩୦ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମହନ୍ତ ଏବେ କ୍ରିଟିକାଲ କେୟାର ୟୁନିଟରେ ରହିଛନ୍ତି । ଡାକ୍ତରଙ୍କ ଏକ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଇନଜୀବୀ ଦିବସ ପାଳିତ, ସାମୁହିକ ସମସ୍ଯାର ସମାଧାନ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ମଙ୍ଗଳବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ ତମ ଜନ୍ମ ଜୟନ୍ତୀ ଏବଂ ଆଇନଜୀବୀ…

ସାମ୍ନାରେ ଥିଲା ପାକିସ୍ତାନ ରାଜନାଥ କହିଲେ ଏମିତି କଥା, ଲାଗିଲା ଜୋରଦାର ଝଟକା

ନୂଆଦିଲ୍ଲୀ,୨୮।୪: ଏସସିଓ ପ୍ରତିରକ୍ଷା ମନ୍ତ୍ରୀମାନଙ୍କ ବୈଠକରେ ଭାରତ ଆତଙ୍କବାଦ ପ୍ରସଙ୍ଗ ଉଠାଇଥିଲା, ବିଶେଷକରି ପହଲଗାମ ଆକ୍ରମଣକୁ ଉଲ୍ଲେଖ କରି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏହି ବୈଠକରେ ପାକିସ୍ତାନ…

ସାରା ବିଶ୍ୱରେ ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧି ହେଉଥିବା ବେଳେ, କାହିଁକି ଭାରତରେ ସ୍ଥିର ରହିଛି ଦାମ୍‌? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୮।୪: ଇରାନ ସଙ୍କଟ ପରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହେଉଛି। ଅଶୋଧିତ ତୈଳ ମୂଲ୍ୟ ପ୍ରତି ବ୍ୟାରେଲ ୧୦୦ ଡଲାର…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ରାଜ୍ୟରେ ଖୋଲିବ…

ଭୁବନେଶ୍ୱର,୨୮।୪: ରାଜ୍ୟରେ ଖୁବଶୀଘ୍ର ହିଟ୍‌ ୱେଭ ସେଣ୍ଟର ଖୋଲିବେ ସରକାର ଏ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଗକୁ ଗ୍ରୀଷ୍ମ ପ୍ରଭାବ ବଢ଼ିବ,…

ସ୍ବାମୀଙ୍କ ମୃତ୍ୟୁକୁ ୧୫ବର୍ଷ ପୂରିଲେବି ମହିଳାଙ୍କୁ ମିଳୁନି ଭତ୍ତା

ମୋରଡ଼ା,୨୮ା୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତର କୁସୁମକୁଟି ଗ୍ରାମ ୧୪ ନମ୍ବର ୱାର୍ଡର ବିଧବା ମହିଳା ବୁଧୁ ହେମ୍ବ୍ରମ ଭତ୍ତା ପାଇବାରୁ…

ଦଳ ଛାଡିବେ ପଞ୍ଜାବର AAP ବିଧାୟକ? ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ନେଲେ ବଡ଼ ନିଷ୍ପତ୍ତି

ଚଣ୍ଡଗଡ଼,୨୮।୪: ଆମ ଆଦମୀ ପାର୍ଟି (AAP)ର ସାତ ଜଣ ମପି (ସାଂସଦ) ବିଦ୍ରୋହୀ ମନୋଭାବ ଗ୍ରହଣ କରି ଦଳ ଛାଡି ଭାଜପାରେ ଯୋଗ ଦେଇଛନ୍ତି। ଏହି ଘଟଣା…

ଗାଁ ମୁହାଁ ଭାଜପା ନେତା କର୍ମୀ: ଗାଁ ଚାଲ ଅଭିଯାନରେ…

ନନ୍ଦପୁର/ପାଡୁଆ,୨୮ା୪ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଭାଜପା କର୍ମୀଙ୍କ ପକ୍ଷରୁ ଜୋଲାପୁଟ ଜଳଭଣ୍ଡାରର ଜଳଘେରି ପରିବେଷ୍ଟିତ ପରଜାବଡ଼ପଡ଼ା ପଞ୍ଚାୟତ ସଦର ମହକୁମାରେ…

ଗାଁରେ ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ, ଧାରୁଆ ଅସ୍ତ୍ରରେ ହାଣିଲେ ମଦ ବ୍ୟବସାୟୀ

ବୌଦ୍ଧ,୨୮।୪( ଅଜିତ କୁମାର ବାରିକ): ବୌଦ୍ଧ ଥାନା ବାଘପଳି ଗ୍ରାମରେ ଚୋରା ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ । ଗଣ୍ଡଗୋଳରେ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri