Posted inଜାତୀୟ

ରାମଲଲାଙ୍କ ପ୍ରତିମାର ହେବନି ନଗର ଭ୍ରମଣ କାର୍ଯ୍ୟକ୍ରମ, ଏହି କାରଣରୁ ହେଲା ରଦ୍ଦ

ଲକ୍ଷ୍ନୌ,୯।୧: ଅଯୋଧ୍ୟାରେ ନିର୍ମିତ ଭବ୍ୟ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ ଜାନୁଆରୀ ୧୭ରେ ପ୍ରସ୍ତାବିତ ଦେବ ବିଗ୍ରହଙ୍କ ନଗର ଭ୍ରମଣ କାର୍ଯ୍ୟକ୍ରମକୁ ମନ୍ଦିର ଟ୍ରଷ୍ଟ ରଦ୍ଦ କରିଦେଇଛି।

ସୋମବାର ଟ୍ରଷ୍ଟର ଜଣେ ଅଧିକାରୀ କହିଛନ୍ତି , ସମଗ୍ର ଅଯୋଧ୍ୟା ନଗରରେ ପ୍ରତିମୂର୍ତ୍ତି ବୁଲେଇବା କାର୍ଯ୍ୟକ୍ରମ ରଦ୍ଦ କରାଯାଇଛି। ଏହା ବଦଳରେ ଟ୍ରଷ୍ଟ ସେହି ଦିନ (ଜାନୁଆରୀ ୧୭) ରାମ ଜନ୍ମଭୂମି ମନ୍ଦିର ପରିସରର ଭିତରେ ଥିବା ପ୍ରତିମୂର୍ତ୍ତିର ଭ୍ରମଣର ବ୍ୟବସ୍ଥା କରିବ।

ସେ କହିଛନ୍ତି , ସୁରକ୍ଷା ଏଜେନ୍ସିଙ୍କ ପରାମର୍ଶ କ୍ରମେ ସୁରକ୍ଷା କାରଣରୁ ଟ୍ରଷ୍ଟ ଏହି ପ୍ରସ୍ତାବିତ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛି। ଅଯୋଧ୍ୟା ପ୍ରଶାସନ ଅନୁଯାୟୀ, ରାମଲଲାଙ୍କ ନୂତନ ପ୍ରତିମା ନଗରକୁ ନିଆଯିବା ପରେ ଭକ୍ତ ଓ ତୀର୍ଥଯାତ୍ରୀମାନେ ଦର୍ଶନ ପାଇଁ ଭିଡ଼ ଜମାଇବେ ଏବଂ ଭିଡ଼କୁ ନିୟନ୍ତ୍ରଣ କରିବା ପ୍ରଶାସନ ପାଇଁ କଷ୍ଟକର ହେବ ବୋଲି ଟ୍ରଷ୍ଟ ବୈଠକରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri