Posted inଜାତୀୟ

ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସାମ୍ନାକୁ ଆସିଲା ରାମଲାଲାଙ୍କ ମୂର୍ତ୍ତିର ପ୍ରଥମ ଫଟୋ

ନୂଆଦିଲ୍ଲୀ, ୧୮।୧: ଜାନୁଆରୀ ୨୨ ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପୂର୍ବରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭଗବାନ ରାମଙ୍କ ମୂର୍ତ୍ତିର ପ୍ରଥମ ଝଲକ ଏବେ ସାମ୍ନାକୁ ଆସିଛି। ଗୁରୁବାର ରାତିରେ ରାମଲାଲା ମୂର୍ତ୍ତିର ପ୍ରଥମ ଝଲକ ପ୍ରକାଶ ପାଇଛି। ଏହି ପ୍ରତିମାକୁ ଗର୍ଭଗୃହରେ ରଖାଯାଇଛି।

ପ୍ରାଣ ପ୍ରତିଷ୍ଠା ପାଇଁ ରୀତିନୀତି ଜାନୁଆରୀ ୧୬ ରୁ ଆରମ୍ଭ ହୋଇଛି। ଜାନୁୟାରୀ ୧୭ (ବୁଧବାର) ଦିନ ପବିତ୍ର ମନ୍ଦିରରେ ସ୍ଥାପନ ହେବାକୁ ଥିବା ୨୦୦ କିଲୋଗ୍ରାମ ଓଜନର ରାମଲାଲାର ନୂତନ ପ୍ରତିମା ଗତକାଲି ଜନାଭୁମି ମନ୍ଦିର ପରିସରକୁ ଅଣାଯାଇ ଗୁରୁବାର ପବିତ୍ର ଗର୍ଭଗୃହରେ ରଖାଯାଇଛି। ଏହାପୂର୍ବରୁ ମନ୍ଦିର ପରିସରରେ ରାମ ଲାଲାଙ୍କ ପ୍ରତିମାକୁ ନେଇ ମନ୍ଦିର ଚାରି ପାଖରେ ପରିକ୍ରମା କରିବାର ଯୋଜନା ଥିଲା, କିନ୍ତୁ ପ୍ରତିମାଙ୍କ ଓଜନ ହେତୁ ରାମ ଲାଲାର ୧୦ କିଲୋଗ୍ରାମ ରୂପା ପ୍ରତିମାକୁ ପରିକ୍ରମାରେ ନିଆଯାଇଥିଲା।

ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରରେ ଜାନୁଆରୀ ୨୨ ରେ ଅପରାହ୍ନ ୧୨ଟା ୩୦ ମିନିଟରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏହି କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୬୦୦୦ ବ୍ୟକ୍ତିବିଶେଷ ଅଂଶଗ୍ରହଣ କରିବେ। ଯେଉଁଥିରେ ୪୦୦୦ ସାଧୁ ମଧ୍ୟ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri