Posted inଜାତୀୟ

ଅଯୋଧ୍ୟାରେ ଦୁଇଦିନ ଅଖଣ୍ଡ ରାମାୟଣ ପାଠ ସହ ଘରେ ଘରେ ଜଳିବ ଦୀପ

ଅଯୋଧ୍ୟା,୨୬।୭: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ଲାଗି ସମସ୍ତ ପ୍ରସ୍ତୁତି ଯୋରସୋରରେ ଚାଲିଛି। ସେଠାରେ ଭୂମିପୂଜା ପାଇଁ ଅଗଷ୍ଟ ୪ରେ ସମସ୍ତ ମଠ ମନ୍ଦିରରେ ଅଖଣ୍ଡ ରାମାୟଣ ପାଠ ଓ ସଂକିର୍ତ୍ତନ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହାସହ ଭୂମିପୂଜାରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସୁଥିବାରୁ ସେଦିନ ମୋଦିଙ୍କ ସ୍ବାଗତ ପାଇଁ ରାବଣକୁ ବଦ୍ଧ କରିବା ପରେ ଶ୍ରୀରାମଙ୍କ ରାଜ୍ୟାଭିଷେକ ପାଇଁ ଅଯୋଧ୍ୟା ନଗରୀ ଯେମିତି ସୁସଜ୍ଜିତ ହୋଇଥିଲା ଠିକ୍‌ ସେମିତି ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ଲାଗି ସଜା ଯିବ ବୋଲି ଜଣାପଡିଛି। ସେହିପରି ଅଗଷ୍ଟ ୫ରେ ଅଯୋଧ୍ୟାର ସମସ୍ତ ଘରେ ଦୀପ ଜଳାଇ ଦୀପାବଳୀ ଭଳି ଉତ୍ସବ ଦେଖାଯିବାର ବ୍ୟବସ୍ଥା କରାଯାଇଛି। ଏହାକୁ ନେଇ ଶନିବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶନିବାରେ ଏକ ବୈଠକର ଆୟୋଜନ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଦୀର୍ଘ ୫ଶହ ବର୍ଷ ପରେ ଏହି ଶୁଭ ମୁହୂର୍ତ୍ତ ଆସିଛି, ତେଣୁ ଏହାକୁ ନେଇ ଯଦି କେହି ପ୍ରଶ୍ନ ଉଠାଉଛି ତେବେ ସେ ଆଡକୁ କେହି ଧ୍ୟାନ ଦିଅନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri