Posted inଜାତୀୟ

ଭର୍ଚୁଆଲରେ ରାମଲିଳା ଦର୍ଶନ

ଅଯୋଧ୍ୟା,୧୨ ।୯: ଚଳିତ ବର୍ଷ ଅଯୋଧ୍ୟାରେ ରାମଲିଳା ଦେଖିବାକୁ ସାଧାରଣ ଜନତାଙ୍କୁ ମନା । ଭର୍ଚୁଆଲରେ ଏଥର ହେବ ରାମଲିଳା । ଦୂରଦର୍ଶନ ମାଧ୍ୟମରେ ଏହାର ସିଧା ପ୍ରସାରଣ କରାଯିବ । ରାମଲିଳା କମିଟିର ସଭାପତି ସୁବାସ ମଲିକ କହଛନ୍ତି ଚଳିତ ବର୍ଷ ରାମଲିଳା ଭର୍ଚୁଆଲି ହେଉଥିବା ବେଳେ ଏଥିରେ ବିଭିନ୍ନ ଚରିତ୍ରରେ ୩୫ ଜଣ ସିନେ କଳାକାର ଭାଗନେବେ । ଏହାର ସିଧା ପ୍ରସାରଣ ଦୂରଦର୍ଶନରେ କରାଯିବ । ରାମଲିଳା ଅକ୍ଟୋବର ୬-୧୫ ପର୍ଯ୍ୟନ୍ତ ଚାଲିବ । ଏହାକୁ ନେଇ ପ୍ରଧାନମନ୍ତ୍ରୀ, ସଭାପତି ଓ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପଠାଯାଇଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଅଷ୍ଟମ ବେତନ ଆୟୋଗ ଉପରେ ସରକାରଙ୍କ ଅପଡେଟ୍: ଏହିଦିନ ମିଳିପାରେ ରିପୋର୍ଟ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ରୀୟ କର୍ମଚାରୀଙ୍କ ବହୁ ପ୍ରତିକ୍ଷିତ ଅଷ୍ଟମ ବେତନ ଆୟୋଗକୁ ନେଇ କେନ୍ଦ୍ର ସରକାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି,…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri