Posted inଜାତୀୟ

ସମିର ୱାନଖେଡେଙ୍କର ବଦଳି, ଆର୍ଯ୍ୟନ ଖାଁ ମାମଲାର କରି ସାରିଛନ୍ତି ଯାଞ୍ଚ

ନୂଆଦିଲ୍ଲୀ,୩୧ ।୫: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ସହ ଜଡିତ ଡ୍ରଗ୍ସ ମାମଲାର ଯାଞ୍ଚ କରିଥିବା ଅଧିକାରୀ ସମିର ୱାନଖେଡେଙ୍କର ବଦଳି ହୋଇଛି । ସେ ଏନସିବି ମୁମ୍ବାଇର ପୂର୍ବତନ କ୍ଷେତ୍ରିୟ ନିର୍ଦ୍ଦେଶକ ଥିଲେ । ଏବେ ସେ ଡିଆରଆଇକୁ ବଦଳି ହୋଇଛନ୍ତି । ଏବେ ସେ ଡିଜି କରଦାତା ସେବା ନିର୍ଦ୍ଦେଶାଳୟ, ଚେନ୍ନାଇକୁ ବଦଳି ହୋଇଛନ୍ତି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ କେନ୍ଦ୍ର ସରକାର ସମିର ୱାନଖେଡେଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଥିଲେ । ନର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ ଯାଞ୍ଚ ସମୟରେ ଆର୍ଯ୍ୟନ ଖାଁ ସମେତ ୬ ଲୋକଙ୍କର କୌଣସି ଦୋଷ ବାହାର କରିପାରି ନ ଥିଲା । ସେମାନଙ୍କ ବିରୋଧରେ ପର୍ଯ୍ୟାପ୍ତ ପରିମାଣର ପ୍ରମାଣ ନ ଥିବା କହି ସେମାନଙ୍କୁ ଛାଡି ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri