ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିଛନ୍ତି । ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଷ୍ଟାଇପେଣ୍ଡ ୩୧ ହଜାରରୁ ୪୮ ହଜାରକୁ ବୃଦ୍ଧି କରାଯାଇଛି । ଯଦି ଦେଖିବା ଷ୍ଟାଇପେଣ୍ଡରେ ପାଖାପାଖି ୫୫ପ୍ରତିଶତ ବୃଦ୍ଧି କରାଯାଇଛି । ସେହିପରି ଦ୍ବିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ୩୨ ହଜାରରୁ ୫୨ ହଜାରକୁ ବଢ଼ିଲା । ଅନ୍ୟପଟେ ତୃତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ୩୩ ହଜାରରୁ ୫୫ ହଜାରକୁ ବୃଦ୍ଧି କରାଯାଇଛି । ତେବେ ଏହି ଷ୍ଟାଇପେଣ୍ଡ ବୃଦ୍ଧି ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବ । ହାଉସ୍ ସର୍ଜନଙ୍କ ଷ୍ଟାଇପେଣ୍ଡ୍‌ ମଧ୍ୟ ବୃଦ୍ଧି, ଚଳିତ ଅଗଷ୍ଟ ପହିଲାରୁ ପିଛିଲା ଲାଗୁ ହେବା ନେଇ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍‌ଙ୍କ ୯ମ ବଜେଟ

ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri