‘ବାଦୋନି ଆମ ପାଇଁ ବେବି ଏବି’

ମୁମ୍ବାଇ,୨୯।୩ : ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ ପଦାର୍ପଣ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ ପାଇଁ ୫୪ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ଆୟୁଷ ବାଦୋନିଙ୍କୁ ପ୍ରଶଂସାରେ ପୋତି ଦେଇଛନ୍ତି ଅଧିନାୟକ ଲୋକେଶ ରାହୁଲ। ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଲକ୍ଷ୍ନୌ ୨୯ ରନ୍‌ରେ ୪ ଉଇକେଟ ହରାଇ ଅତ୍ୟନ୍ତ ସଙ୍କଟରେ ପଡ଼ିଥିଲା। ଏଭଳି ସ୍ଥିତିରେ ଦୀପକ ହୁଡା (୫୫)ଙ୍କ ସହ ବାଦୋନି ଦଳକୁ ୧୫୮/୬ରେ ପହଞ୍ଚାଇଥିଲେ। ଆରମ୍ଭରୁ ଧିମା ବ୍ୟାଟିଂ କରିଥିବା ବଦୋନି ଇନିଂସ ଶେଷ ଆଡ଼କୁ ଗିୟର ବଦଳାଇ ବଡ଼ ଶଟ୍‌ ଖେଳିଥିଲେ। ଶେଷରେ ସେ ୪୧ ବଲରେ ୫୪ ରନ୍‌ କରି ଆଉଟ୍‌ ହୋଇଥିଲେ। ତାଙ୍କ ପାଳିରେ ସାମିଲ ଥିଲା ୪ ଚୌକା ଓ ୩ ଛକା।

ତାଙ୍କୁ ପ୍ରଶଂସା କରି ରାହୁଲ କହିଛନ୍ତି, ବାଦୋନି ଆମ ପାଇଁ ବେବି ଏବି। ସେ ପ୍ରଥମ ଦିନ ହିଁ ଅସାଧାରଣ ପ୍ରତିଭା ଦେଖାଇଛନ୍ତି। ସେ ୩୬୦ ଡିଗ୍ରୀରେ ଶଟ୍‌ ଖେଳିଥିଲେ। ମିଳିଥିବା ସୁଯୋଗର ଭରପୁର ଫାଇଦା ଉଠାଇଥିବାରୁ ମୁଁ ତାଙ୍କ ପାଇଁ ଖୁସି। ତାଙ୍କ ପାଇଁ ପରିସ୍ଥିତି ଉପଯୋଗୀ ନ ଥିଲା। ଆମେ ୪ ଉଇକେଟ ହରାଇ ସାରିଥିଲୁ। କିନ୍ତୁ ସେ ଚାପରେ ଭଲ ବ୍ୟାଟିଂ କରିଥିଲେ। ଆଶା କରୁଛି, ସେ ଆଗକୁ ଏଭଳି ପ୍ରଦର୍ଶନ ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡ୍ୟାଙ୍କ ମୁଣ୍ଡରେ ବାଜିଲା ବାଉନ୍ସର, ଡରିଗଲେ ସ୍ତ୍ରୀ

ମୁମ୍ବାଇ,୧୨।୪: ଆଇପିଏଲ୍‌ ୨୦୨୨ରେ ଏକ ମ୍ୟାଚ୍‌ରେ ଗୁଜରାଟ ଟାଇଟାନ୍ସ (ଜିଟି) ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ଭେଟିଥିଲା। ଏହି ମ୍ୟାଚ ସମୟରେ ଗୁଜରାଟ ଟାଇଟାନ୍ସ (ଜିଟି) ଅଧିନାୟକ...

ଏହି କ୍ରିକେଟରଙ୍କୁ ପିଠିରେ ଉଠାଇ ବ୍ୟାୟାମ କଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୦।୫:କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ବ୍ୟାଟ୍ସମ୍ୟାନ ନୀତୀଶ ରାଣା ଗତ କିଛି ଆଇପିଏଲ ସିଜିନରେ ଭଲ ପ୍ରଦର୍ଶନ କରିଆସୁଛନ୍ତି। ଏହି ସମୟରେ ନୀତୀଶଙ୍କ ସ୍ତ୍ରୀ ସାଚ୍ଚି...

ଇଣ୍ଡିଆନ୍‌ ସୁପର ଲିଗ୍‌: ବେଙ୍ଗାଲୁରୁଠାରୁ ହାରିଲା ଇଷ୍ଟ ବେଙ୍ଗଲ

ଭାସ୍କୋ,୩।୨(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ସୁନୀଲ ଛେତ୍ରୀଙ୍କ ବେଙ୍ଗାଲୁରୁ ଏଫ୍‌ସି ୨-୦ ଗୋଲରେ ଇଷ୍ଟ ବେଙ୍ଗଲକୁ ପରାସ୍ତ କରିଛି। କ୍ୱାଲିଟି...

ଖୁସି ଖବର ଦେଲେ ବିରାଟ କୋହଲି, ଅନୁଷ୍କା ହେବେ ମା’

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବ୍‌ ଶୀଘ୍ର ପିତା ହେବାକୁ ଯାଉଛି। ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ମା’ ହେବାକୁ ଯାଉଛନ୍ତି...

୧୪ ରନ୍‌ରେ ୮ ଉଇକେଟ୍‌ ହରାଇଥିଲା ଏହି ଦଳ, ୮ ନମ୍ବର ବ୍ୟାଟ୍ସମ୍ୟାନ୍‌ ବଦଳାଇଦେଲେ ମ୍ୟାଚ୍‌ର ରୂପରେଖ

ନୂଆଦିଲ୍ଲୀ,୨୬।୭: ଏକ ରୋମାଞ୍ଚକର ଟି -୨୦ ମ୍ୟାଚରେ ବେଲଜିୟମ ଅଷ୍ଟ୍ରିଆକୁ ୧୨ ରନରେ ପରାସ୍ତ କରିଛି। ବେଲଜିୟମ ଏକ ସମୟରେ ୧୪ ରନ ପାଇଁ ୮...

ଇଦ ଅବସରରେ ଶୁଭକାମନା ଜଣାଇଲା କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୧୨।୮- ପୂରା ଦେଶରେ ସୋମବାର ପବିତ୍ର ଇଦ୍‌-ଉଜ-ଜୁହା ପାଳନ କରାଯାଇଛି। ଏହି ଅବସରରେ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି କ୍ରିକେଟରୁ ରାଜନେତା ପାଲଟିଥିବା...

ହୃଦୟ ଜିତିଲେ ଜାପାନ ପ୍ରଶଂସକ

କାତାର,୨୪।୧୧: ଫିଫା ବିଶ୍ୱକପ ୨୦୨୨ ଜାପାନ ଜର୍ମାନୀ ବିରୋଧରେ ଏକ ଐତିହାସିକ ବିଜୟ ହାସଲ କରିଛି। ଏହି ମ୍ୟାଚରେ ପ୍ରଥମେ ଜାପାନର ଖେଳାଳିମାନେ ନିଜ ଖେଳ...

ଓଡ଼ିଶା ମହିଳା ଥ୍ରୋ ବଲ୍‌ ଦଳକୁ ରୌପ୍ୟ ପଦକ

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-ବର୍ଦ୍ଧମାନଠାରେ ମଙ୍ଗଳବାର ଶେଷ ହୋଇଥିବା ଜାତୀୟ ସିନିୟର ଥ୍ରୋ ବଲ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ମହିଳା ଦଳ ରନର୍ସଅପ୍‌ ହୋଇ ଐତିହାସିକ ସଫଳତା ଲାଭ...

Advertisement
Archives

Model This Week