ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନ୍ସର ଚିକିତ୍ସା: ମନ୍ତ୍ରୀ

ଭୁବନେଶ୍ୱର,୧୮।୭: ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ କାର୍ଡରେ କ୍ୟାନ୍ସର ଚିକିତ୍ସା ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ପୂର୍ବରୁ ଚଳିତ ବଜେଟରେ ମୁଖ୍ୟମନ୍ତ୍ରୀ କ୍ୟାନ୍ସର ଆରୋଗ୍ୟ ଯୋଜନା ସାମିଲ ହୋଇଛି। ବର୍ତ୍ତମାନ ୧୨୧ଟି ପ୍ୟାକେଜକୁ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ସାମିଲ କରାଯାଇଛି। ଏହା ଭିତରେ କ୍ୟାନ୍ସର ଚିକିତ୍ସା ପାଇଁ ମଧ୍ୟ ବ୍ୟବସ୍ଥା ରହିଛି। କ୍ୟାନ୍ସର ଚିକିତ୍ସା ବାବଦ ଖର୍ଚ୍ଚ ରାଜ୍ୟ ସରକାରଙ୍କ ପକ୍ଷରୁ ବହନ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

ଥମୁନି ଦାଦନ ଦୁଃଖ, କର୍ନାଟକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକ ଯାଇଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଶରଧାପୁର ଗ୍ରାମର ଜଣେ…

ନିଟ୍-ୟୁଜି ପ୍ରବେଶିକାରେ ନିର୍ଲିପ୍ତାଙ୍କ କୃତିତ୍ୱ: ରିଶ୍ରମର ମିଳିଲା ଫଳ

ଅମରପାଲି, ୧୮୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମର ମେଧାବୀ ଛାତ୍ରୀ ନିର୍ଲିପ୍ତା କୁରକୁରିଆ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା…

କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର…

ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି…

Sonam Wangchuk: ଅନଶନରେ ବସିଥିବା ସୋନମ ୱାଙ୍ଗଚୁକ କିପରି ଟଙ୍କା ରୋଜଗାର କରନ୍ତି, ବର୍ତ୍ତମାନ ତାଙ୍କର ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୭: ପରିବେଶ କର୍ମୀ, ଇଞ୍ଜିନିୟର ଏବଂ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ଜନ୍ତର ମନ୍ତରରେ ଅନଶନରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରେ ତାଙ୍କୁ…

ମୁଖ୍ୟ ରାସ୍ତା ଶୋଚନୀୟ: ଯାତାୟାତରେ ନାହିଁ ସୁବିଧା, ପାଲଟିଛି ମରଣଯନ୍ତା

ରିଷିଡା, ୧୮।୭ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଗ୍ରାମର ମୁଖ୍ୟ ରାସ୍ତା ବର୍ତ୍ତମାନ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ପହଞ୍ଚିଛି। ରାସ୍ତାଟି ସମ୍ପୂର୍ଣ୍ଣ…

Bullet Train: ତେଲଙ୍ଗାନାରେ ୬୫୦ଏକର ଜମି ଉପରେ ଲଢ଼େଇ! ବୁଲେଟ ଟ୍ରେନ ପ୍ରକଳ୍ପ ବିରୋଧରେ ପ୍ରତିବାଦ ଆରମ୍ଭ କଲେଣି ଚାଷୀ

ତେଲଙ୍ଗାନା,୧୮।୭: ରଙ୍ଗା ରେଡ୍ଡି ଜିଲାର ଶମଶାବାଦ ମଣ୍ଡଳର ବାହାଦୁରଗୁଡ଼ା ଗାଁରେ ଉତ୍ତେଜନା ଦେଖାଦେଇଛି, ଯେଉଁଠାରେ ଚାଷୀମାନେ ବୁଲେଟ ଟ୍ରେନ ହବ ପାଇଁ ସେମାନଙ୍କ ଜମିର ପ୍ରସ୍ତାବିତ ଅଧିଗ୍ରହଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri