Posted inଜାତୀୟ

ବଢ଼ିପାରେ ଆୟୁଷ୍ମାନ ଭାରତ ବୀମା ରାଶି

ନୂଆଦିଲ୍ଲୀ,୧୭ା୧: ଲୋକ ସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ଲୋକଙ୍କୁ ଏକ ବଡ଼ ଭେଟି ଦେବାକୁ ଯାଉଛନ୍ତି।  ପିଟିଆଇ ରିପୋର୍ଟ ଅନୁଯାୟୀ, ସରକାର ଏକ ବିଶେଷ ପ୍ରକାରର ପ୍ରସ୍ତାବ ଉପରେ କାର୍ଯ୍ୟ କରୁଛନ୍ତି। କେନ୍ଦ୍ର ସରକାର ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଯୋଜନାର ବୀମା ରାଶି ୫ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିପାରନ୍ତି।

Ayushman Bharat Yojana Insurance Amount Likely To Be Doubled Know All Details Here

ଫେବୃଆରୀ ୧ରେ ବଜେଟ ଉପସ୍ଥାପନ କରିବା ବେଳେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇପାରେ। ଏହା ବ୍ୟତୀତ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ସ୍ବାସ୍ଥ୍ୟ ଯୋଜନା ଅଧୀନରେ ହିତାଧିକାରୀଙ୍କ ସଂଖ୍ୟାକୁ ଦ୍ୱିଗୁଣିତ କରିବାକୁ ମଧ୍ୟ ବିଚାର କରୁଛି। ଏଥିରେ ପ୍ରଧାନମନ୍ତ୍ରୀ କିଷାନ ନିଧି ଯୋଜନା, ହିତାଧିକାରୀ, ନିର୍ମାଣ ଶ୍ରମିକ, ଅଣ-ଖଣି କର୍ମଚାରୀ ଏବଂ ଆଶା କର୍ମୀଙ୍କୁ ମଧ୍ୟ ଆସନ୍ତା ତିନି ବର୍ଷ ମଧ୍ୟରେ ଅନ୍ତର୍ଭୁକ୍ତ କରାଯିବ।

ରିପୋର୍ଟ ଅନୁଯାୟୀ, କ୍ୟାନସର ଭଳି ଅନେକ ଗମ୍ଭୀର ରୋଗର ଉପଶମ ପାଇଁ ୫ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଏହି ପ୍ରସ୍ତାବ ଅନୁଯାୟୀ ପରିବାର ପ୍ରତି ବୀମାରାଶିକୁ ୫ ଲକ୍ଷରୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ଯୋଜନା ପ୍ରସ୍ତୁତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri