ଗ୍ଲୋବାଲ୍‌ ଷ୍ଟେଜ୍‌ରେ ଗୀତା ପଢିଲେ ଆୟୁଷ୍ମାନ

ଅଭିନେତା ଆୟୁଷ୍ମାନ ଖୁରାନା ତାଙ୍କର ନିକଟରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଡ୍ରିମ ଗାର୍ଲ ୨’ର ସଫଳତାକୁ ଉପଭୋଗ କରୁଛନ୍ତି। ନିକଟରେ ଫିଲ୍ମ ୧୦୦ କୋଟି ଟଙ୍କାର କ୍ଲବରେ ପ୍ରବେଶ କରିବା ପରେ ସେ ପ୍ରଶଂସକଙ୍କ ସହ ପାର୍ଟି କରୁଥିବା ମଧ୍ୟ ଦେଖିବାକୁ ମିଳିଥିଲା। ଚଳଚ୍ଚିତ୍ରର ସଫଳତା ମଧ୍ୟରେ ଆୟୁଷ୍ମାନ ଖୁରାନା ଆଉ ଏକ ବଡ଼ ସଫଳତା ପାଇଛନ୍ତ। ଆୟୁଷ୍ମାନ ଖୁରାନାଙ୍କୁ ଚଳିତ ବର୍ଷ ଟାଇମ ୧୦୦ ଇମ୍ପାକ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି। ଆୱାର୍ଡ ଆୟୁଷ୍ମାନ ଭଗବତ୍‌ ଗୀତା ପାଠ କରି ଏହି ମୁହୂର୍ତ୍ତକୁ ଆହୁରି ସ୍ବତନ୍ତ୍ର କରିଥିଲେ।
ଅଭିନୟ ସହିତ ଲୋକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ଆୟୁଷ୍ମାନ ଖୁରାନା ଧୀରେ ଧୀରେ ତାଙ୍କ ସଫଳତାର ତାଲିକା ବଢ଼ାଇଛନ୍ତି। କ୍ରମାଗତ ଫ୍ଲପ ଚଳଚ୍ଚିତ୍ର ପରେ ସେ ନିକଟରେ ‘ଡ୍ରିମ ଗାର୍ଲ ୨’ ପରି ଏକ ହିଟ ଫିଲ୍ମ ଦେଇଛନ୍ତି। ସେ ଏକମାତ୍ର ଭାରତୀୟ ଯିଏକି ଚଳିତ ବର୍ଷ ଟାଇମ ୧୦୦ ଇମ୍ପାକ୍ଟ ଆୱାର୍ଡ ଜିତିଛନ୍ତି, ଯାହା ତାଙ୍କ ପାଇଁ ଗର୍ବର ବିଷୟ।
ସିଙ୍ଗାପୁରରେ ପୁରସ୍କାର ଗ୍ରହଣ କରୁଥିବାବେଳେ ଆୟୁଷ୍ମାନ ଭଗବଦ ଗୀତାର ଗୋଟିଏ ଶ୍ଲୋକ ପାଠ କରିଥିଲେ। ତାଙ୍କ ଅଭିଭାଷଣରେ ଅଭିନେତା କହିଥିଲେ, ‘ଆମେ ଆରମ୍ଭ କରିବା ପୂର୍ବରୁ, ମୁଁ ଆମର ଭାରତୀୟ ହିନ୍ଦୁ ଶାସ୍ତ୍ର ଭଗବଦ ଗୀତାର ଏକ ଶ୍ଲୋକ ପାଠ କରିବାକୁ ଚାହୁଁଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri