କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…

ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ ଦେଇଥାନ୍ତି ପିତାଙ୍କୁ। ବିଶ୍ୱ ପିତୃ ଦିବସ ଅବସରରେ ବାପାଙ୍କର ଏକ ଫଟୋ ଶେୟାର କରି ଭାବବିହ୍ବଳ ପୋଷ୍ଟ ଲେଖିଥିଲେ। ଏହା ତାଙ୍କ ନାମକୁ ନେଇ ଏକ ବଡ଼ ଖୁଲାସା କରିଛି।

ଆୟୁଷ୍ମାନ ନିଜ ନାମରେ ଦୁଇଥର ଏନ୍‌ ଏବଂ ଆର୍‌ ଲେଖିଥାନ୍ତି। ଏହା ପଛରେ ଏକ କାହାଣୀ ରହିଛି। ସେଇଟି ହେଲା ତାଙ୍କ ପିତାଙ୍କ ଇଚ୍ଛା। ଆଇନ୍‌ ପାଠ ପଢ଼ିଥିଲେ ହେଁ ଅଭିନେତାଙ୍କ ବାପା ଜ୍ୟୋତିଷଶାସ୍ତ୍ରରେ ରୁଚି ରଖିଥିଲେ। ଏହି କାରଣରୁ ଆୟୁଷ୍ମାନଙ୍କ ନାମ ସେ ବଦଳାଇଥିଲେ। ଏହାଛଡ଼ା ନିଜ ହାତରେ ନିଜ ଭାଗ୍ୟ ଲେଖିବାର କ୍ଷମତା ଆମ ହାତରେ ରହିଛି। ଭଲ

କର୍ମ କଲେ ଆପଣ ନିଜର ଭାଗ୍ୟ ବଦଳାଇପାରିବେ ବୋଲି ବାପା ଶିକ୍ଷା ଦେଇଥିବା ସେ କହିଛନ୍ତି।
ଚଳଚ୍ଚିତ୍ର ବିଷୟରେ କଥା ହେଲେ ଆୟୁଷ୍ମାନ ଆଗାମୀ ଦିନରେ ‘ଚଣ୍ଡିଗଡ଼ କି ଆଶିକି’, ‘ଅନେକ’, ‘ଡାକ୍ତର’ ଭଳି ଫିଲ୍ମରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri