ଆୟୁଷ୍ମାନ କହିଦେଲେ ଗୁମର

ବମ୍ବେ: କଥାରେ ଅଛି ସତ କେବେ ଲୁଚି ରହେନା। ସେପରି କିଛି ଘଟିଛି ଅଭିନେତା ବିକ୍କି କୌଶଲଙ୍କ କ୍ଷେତ୍ରରେ। କିଛିଦିନ ଧରି ବିକ୍କିଙ୍କ ଅଭିନେତ୍ରୀ କଟ୍ରିନା କୈଫଙ୍କୁ ବିବାହ କରିବାକୁ ଯାଉଥିବା ନେଇ ଚର୍ଚ୍ଚା ହେଉଛି। ହେଲେ ଉଭୟ ଏ ନେଇ ଚୁପ୍‌ ରହି ଆସୁଥିଲେ। ଏବେ କିନ୍ତୁ ଆୟୁଷ୍ମାନ ଖୁରାନ୍ନା ସମ୍ପର୍କ ଉପରେ ମୋହର ମାରିଛନ୍ତି।

ଆୟୁଷ୍ମାନ ନିଜର ଫିଲ୍ମ ‘ଚଣ୍ଡିଗଡ଼ କରେ ଆଶିକି’ ପ୍ରମୋଶନରେ ଏବେ ବ୍ୟସ୍ତ। ନିକଟରେ ସେ ଆର୍‌ଜେ କାନନ୍‌ଙ୍କ ସହ ସାକ୍ଷାତକାରେ ବିକ୍କି-କଟ୍ରିନାଙ୍କ ବିଷୟରେ କହିଛନ୍ତି । ଜୀବନରେ ସୁଯୋଗ ମିଳିଲେ କେଉଁ ଅଭିନେତ୍ରୀଙ୍କୁ ଡେଟ୍‌ରେ ନେଇ ଯିବାକୁ ପସନ୍ଦ କରିବେ ପ୍ରଶ୍ନରେ କଟ୍ରିନାଙ୍କ ନାମ ସାମିଲ ଥିଲା। ଏହାର ଜବାବ ଦେଇ ବିକ୍କି କହିଥିଲେ, ସେ ତ ପୂର୍ବରୁ ଯାଇ ସାରିଛନ୍ତି। ହଁ। ବିକ୍କି ପଞ୍ଜାବୀ। ତେଣୁ ତାଙ୍କର ପଞ୍ଜାବୀ କନେକ୍ଟ ନିଶ୍ଚୟ ଥିବ ।

କହିରଖୁଛୁ, ବିକ୍କି-କଟ୍ରିନା ଦୁଇଥର ବିବାହ କରିବେ। ଏହି ଯୋଡ଼ି ଆସନ୍ତା ସପ୍ତାହରେ ବମ୍ବେରେ କୋର୍ଟ ମ୍ୟାରେଜ୍‌ କରିବେ। ଏହାପରେ ସେମାନେ ରାଜସ୍ଥାନରେ ରୟାଲ ଓ୍ବେଡିଂ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ସାରି ଭାରତ ଫେରିଲେ ନୁସରତ ଜହାଁ

ପଶ୍ଚିମବଙ୍ଗର ଲୋକପ୍ରିୟ ଅଭିନେତ୍ରୀ ତଥା ଟିଏମସିର ନବନିର୍ବାଚିତ ଏମ୍‌ପି ନୁସରତ ଜହାଁ ବିବାହ ସାରି ଭାରତ ଫେରିଛନ୍ତି। ସ୍ବାମୀ ନିଖିଲ ଜୈନଙ୍କ ସହ ବିମାନ ବନନ୍ଦରରେ...

କାର୍ତ୍ତିକଙ୍କ ସହିତ ଭାଲେଣ୍ଟାଇନ୍‌ ଡେ ପାଳିବେ ସାରା ଅଲ୍ଲୀ ଖାଁ !

ମୁମ୍ବାଇ: ସମ୍ପ୍ରତି ଇମ୍‌ତିଆଜ୍‌ ଅଲ୍ଲୀଙ୍କ ଫିଲ୍ମ ‘ଲଭ୍‌ ଆଜ୍‌କଲ୍‌’କୁ ନେଇ ବଲିଉଡ୍‌ରେ ଚର୍ଚ୍ଚା ଜୋର୍‌ ଧରିଛି। ଇତିମଧ୍ୟରେ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇ ସାରିଛି। ଟ୍ରେଲର...

ଆଜି ବୟଫ୍ରେଣ୍ଡ୍‌ ଡେ’ : ଜାଣନ୍ତୁ ବଲିଉଡ୍‌ର ସଫଳ ଅଭିନେତାଙ୍କ ବିଫଳ ପ୍ରେମ ସମ୍ପର୍କରେ…

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀ-ଅଭିନେତା ଏକାଠି କାମ କରୁକରୁ କେତେବେଳେ ସେମାନଙ୍କ ମଧ୍ୟରେ ପ୍ରେମ ହୋଇଯାଇଥାଏ। ଏଥିରୁ କିଛି ପ୍ରେମ ସଫଳ ହୋଇଥିବାବେଳେ ଆଉ କିଛି ବିଫଳ...

ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଉପରେ ନିର୍ମାଣ ହେଲା ଫିଲ୍ମ: ‘ପ୍ରକାଶ ଦୁବେ କାନପୁର ଓ୍ବାଲା’ ର ଟ୍ରେଲର ରିଲିଜ

ମୁମ୍ବାଇ: ଉତ୍ତର ପ୍ରଦେଶ ପୋଲିସର ନିଦ ହଜାଇ ଦେଇଥିବା ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କର ପୋଲିସ ଏନକାଣ୍ଟରରେ ମୃତ୍ୟୁ ହୋଇଛି ସତ। ହେଲେ ତାଙ୍କ ନାଁର ଚର୍ଚ୍ଚା...

ବେବୋଙ୍କୁ ଡରି ଏଭଳି ଉତ୍ତର ଦେଲେ ସୈଫ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୈଫ ଅଲ୍ଲୀ ଖାଁ ଓ ଅଭିନେତ୍ରୀ କରୀନା କପୁର ଖାଁ ବି-ଟାଉନର ସୁନ୍ଦର ଯୋଡିଙ୍କ ମଧ୍ୟରୁ ଅନ୍ୟତମ। ପ୍ରାୟ ସମୟରେ ଦୁହେଁ...

ସୁଶାନ୍ତଙ୍କ ଆକାଉଣ୍ଟରୁ ଗୋଟିଏ ମାସରେ ୧୫ କୋଟି ଟଙ୍କା ଉଠାଇ ଥିଲେ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ପ୍ରସଙ୍ଗ ନୂଆ ମୋଡ ଆସିଛି। ସୁଶାନ୍ତଙ୍କ ପିତା ପାଟଣା ରାଜୀବନଗର ଥାନାରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ...

କରୋନାକୁ ହରାଇଲେ ମୋହିନା

ବମ୍ବେ: କରୋନାକୁ ହରାଇଛନ୍ତି ୟେ ରିସ୍ତା କ୍ୟା କେହଲାତା ହୈ ଫେମ୍‌ ମୋହିନା କୁମାରୀ ସିଂ। ଏକ ମାସ ତଳେ କୋଭିଡ-୧୯ରେ ସଂକ୍ରମିତ ହୋଇଥିଲେ ମୋହିନା।...

ରଣବୀରଙ୍କୁ ବିଗାଡ଼ିଦେଲେ ଦୀପିକା

ମୁମ୍ବାଇ: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଭାରତରେ ୨୧ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଭଳି ପରିସ୍ଥିତିରେ ସମସ୍ତଙ୍କ ଭଳି ବଲିଉଡ୍‌ ତାରକାମାନେ ମଧ୍ୟ ସରକାରଙ୍କ ନିୟମକୁ...

Advertisement
Seven Jackpot


Archives

Model This Week