ରିଲିଜ ହେଲା ‘ଡ୍ରିମ ଗର୍ଲ ୨’ର ଟିଜର

ମୁମ୍ବାଇ: ବଲିଉଡ ଅଭିନେତା ଆୟୁଷ୍ମାନ ଖୁରାନା ହୋଲି ଅବସରରେ ପ୍ରଶଂସକଙ୍କୁ ଏକ ଖାସ୍ ଉପହାର ଦେଇଛନ୍ତି । କିଛିଦିନ ହେବ ପ୍ରଶଂସକ ଅପେକ୍ଷା ରଖିଥିବା ମୁଭି ‘ଡ୍ରିମ ଗର୍ଲ ୨’ର ଟିଜର ରିଲିଜ ହୋଇଛି । ଆୟୁଷ୍ମାନ ତାଙ୍କ ଇନଷ୍ଟାଗ୍ରାମରେ ଟିଜରଟିକୁ ରିଲିଜ କରିଛନ୍ତି । ଏଥିରେ ଆୟୁଷ୍ମାନଙ୍କ ଲୁକ୍‌କୁ ଦେଖି ପ୍ରଶଂସକଙ୍କ ଏକ୍ସାଇଟମେଣ୍ଟ ଆହୁରି ବଢି ଯାଇଛି ।
ଆୟୁଷ୍ମାନ ତାଙ୍କ ଅଫିସିୟାଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଟିଜରକୁ ରିଲିଜ କରିଛନ୍ତି । ଟିଜରରେ ଆୟୁଷ୍ମାନ ପୂଜା ଭୂମିକାରେ ତାଙ୍କ ଇଣ୍ଟ୍ରୋ ଦେଉଥିବା ଦେଖାଯାଇଛି । ଏଥିରେ ସେ କହୁଛନ୍ତି, ତୁମେ କିଏ, ଯାହା ଉପରେ ରଣବୀର କପୁର କହିଥିଲେ ଯେ ତୁମେ ମୋ ସ୍ୱରକୁ ଚିହ୍ନି ନାହଁ । ଆୟୁଷ୍ମାନ ଉତ୍ତର ଦେଉଛନ୍ତି, ମୁଁ ତୁମକୁ ଚିହ୍ନିଲି, ତୁମେ ଏକ ନମ୍ବର ମିଥ୍ୟାବାଦୀ, ମୋତେ ବିବାହ ଆଉ କାହା ସହିତ ବିବାହ କରିବାକୁ ପ୍ରତିଜ୍ଞା କର । ପଛରୁ ଆଲିଆ ଫୋନରେ କିଏ ବୋଲି ରଣବୀରଙ୍କୁ ପଚାରୁଛନ୍ତି । ଯେଉଁଥିରେ ରଣବୀର ମିଛ କହୁଛନ୍ତି, ସେ ହେଉଛନ୍ତି ବଠିଣ୍ଡା ବାଲା ବୁଆ ।
କୁହାଯାଉଛି କି ଫିଲ୍ମର ଏହି ମଜାଦାର ଟିଜରକୁ ଦର୍ଶକେ ଖୁବ୍ ପସନ୍ଦ କରୁଛନ୍ତି । ଭିଡିଓ ଉପରେ ଏବେ ପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଭ୍ୟୁଜ ଆସିଲାଣି । ଏହାସହ ମୁଭି ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଏକ୍ସାଇଟମେଣ୍ଟ ବଢି ଗଲାଣି । ଟିଜରରେ ରଣବୀରଙ୍କ ଆୱାଜର ବି ଦର୍ଶକେ ଫ୍ୟାନ ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri