Posted inଖେଳ

ମହିଳା ବିଶ୍ୱକପ୍‌ରେ ପାକିସ୍ତାନର “ଆଜାଦ କଶ୍ମୀର” ନାରା, ଏସିଆ କପ୍ ପରେ ପୁଣି ବିବାଦ

କୋଲମ୍ବୋ,୩।୧: କୋଲମ୍ବୋରେ ଚାଲିଥିବା ମହିଳା ଦିନିକିଆ ବିଶ୍ୱକପରେ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ଖେଳା ମ୍ୟାଚ ସମୟରେ ପୂର୍ବତନ ପାକିସ୍ତାନ ମହିଳା କ୍ରିକେଟ ଦଳର ଅଧିନାୟକ ସାନା ମୀରଙ୍କ ଏକ ରାଜନୈତିକ ମନ୍ତବ୍ୟ ବିବାଦ ସୃଷ୍ଟି କରିଛି। ନାଟାଲିଆ ପରଭେଜ ବ୍ୟାଟିଂ ପାଇଁ ଆସିବା ସମୟରେ କମେଣ୍ଟ୍ରୀ କରୁଥିବା ସାନା ତାଙ୍କୁ “ଆଜାଦ କାଶ୍ମୀର”ରୁ ଆସିଥିବା କହିଥିଲେ, ଯାହାକୁ ଭାରତ ପାକିସ୍ତାନ ଅଧିକୃତ କାଶ୍ମୀର ବୋଲି କହେ। ଏହି ମନ୍ତବ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସାନାଙ୍କୁ ତীବ୍ର ସମାଲୋଚନାର ସାମନା କରିବାକୁ ପଡ଼ିଛି।

ଅନ୍ୟପକ୍ଷରେ, ବାଂଲାଦେଶ ପାକିସ୍ତାନକୁ ୭ ଓ୍ଵିକେଟରେ ହରାଇଛି। ୧୩୦ ରନର ଲକ୍ଷ୍ୟକୁ ବାଂଲାଦେଶ ୩୧.୧ ଓଭରରେ ୧୩୧/୩ ସ୍କୋର କରି ସହଜରେ ହାସଲ କରିଥିଲା। ରୁବୟା ହାଇଦରଙ୍କ ଅପରାଜିତ ୫୪ ଓ ଅଧିନାୟକ ନିଗାର ସୁଲତାନାଙ୍କ ସହ ୬୨ ରନର ଗୁରୁତ୍ୱପୂର୍ଣ୍ଣ ଭାଗିଦାରୀ ଏବଂ ମାରୁଫା ଆକତାରଙ୍କ ଦମଦାର ବୋଲିଂ ବାଂଲାଦେଶକୁ ବିଜୟୀ କରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri