Posted inଜାତୀୟ

ଆଜାଦପୁର ମଣ୍ଡିର ପରିବା ବିକ୍ରେତା ରାମେଶ୍ୱରଙ୍କୁ ମିଳିଛି ଗ୍ୟାସ ସିଲିଣ୍ଡର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ଆଜାଦପୁର ମଣ୍ଡିରେ ପନିପରିବା ବିକ୍ରେତା ରାମେଶ୍ୱରଙ୍କ ଭାଇରାଲ ଭିଡିଓ ସୋସିଆଲ ମିଡିଆରେ ଅନେକଙ୍କୁ ପ୍ରଭାବିତ କରିଥିଲା। ଏହାପରେ ଜାତୀୟ ଗଣମାଧ୍ୟମର ଏକ ସ୍ବତନ୍ତ୍ର ସାକ୍ଷାତକାରରେ ସେ ରାହୁଲ ଗାନ୍ଧୀଙ୍କୁ ଭେଟିବାର ଇଚ୍ଛା ବିଷୟରେ କହିଥିଲେ। ରାହୁଲ ତାଙ୍କୁ ଭେଟି ତାଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ତେବେ ସାକ୍ଷାତକାରରେ ରାମେଶ୍ୱର ଦରବୃଦ୍ଧି ଚାପରେ ସେ କିପରି ଚାପି ହୋଇଯାଇଛନ୍ତି ସେ ବିଷୟରେ ପ୍ରକାଶ କରିଥିଲେ।

ସାକ୍ଷାତକାରର ୪୮ଘଣ୍ଟା ନ ପୂରୁଣୁ ଭାଜପାର ଆଇଟି ସେଲ ମୁଖ୍ୟ ଅମିତ ମାଲଭିଆ ରମେଶ୍ୱରଙ୍କ ଏକ ଭିଡିଓ କ୍ଲିପ ସେୟାର କରିଛନ୍ତି। ଯାହାକୁ ନେଇ ଜାତୀୟ ରାଜନୀତି ସରଗରମ ହେବାରେ ଲାଗିଛି। ଭିଡିଓରେ ରାମେଶ୍ୱର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଜ୍ଜଳା ଯୋଜନାରେ ତାଙ୍କୁ ମାଗଣା ଗ୍ୟାସ ସିଲିଣ୍ଡର ମିଳିଛି।

ମାଲଭିଆ ଟ୍ବିଟ୍‌ କରି କହିଛନ୍ତି, ଉଜ୍ଜଳା ଯୋଜନାରେ ରମେଶ୍ୱର ମାଗଣା ଗ୍ୟାସ ସିଲିଣ୍ଡର ପାଇଛନ୍ତି। କିନ୍ତୁ କେଜରିଓ୍ବାଲ ସରକାରଙ୍କ ମାଗଣା ବିଦ୍ୟୁତ ଓ ପାଣି ସେବା ତାଙ୍କୁ ମିଳିପାରିନାହିଁ। ଏସବୁ ଭିତରେ କେବଳ ରାହୁଲ ଗାନ୍ଧୀ ନିଜର ରାଜନୈତିକ ଲାଭ ପାଇଁ ଦାରିଦ୍ର୍ୟର ସୁଯୋଗ ଲାଭ ଉଠାଇଛନ୍ତି। ସେଥିପାଇଁ ତ ଗାନ୍ଧୀ ପରିବାରର ଚାରି ପିଢି କ୍ଷମତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri