Posted inଜାତୀୟ

ଆଜାଦପୁର ମଣ୍ଡିର ପରିବା ବିକ୍ରେତା ରାମେଶ୍ୱରଙ୍କୁ ମିଳିଛି ଗ୍ୟାସ ସିଲିଣ୍ଡର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ଆଜାଦପୁର ମଣ୍ଡିରେ ପନିପରିବା ବିକ୍ରେତା ରାମେଶ୍ୱରଙ୍କ ଭାଇରାଲ ଭିଡିଓ ସୋସିଆଲ ମିଡିଆରେ ଅନେକଙ୍କୁ ପ୍ରଭାବିତ କରିଥିଲା। ଏହାପରେ ଜାତୀୟ ଗଣମାଧ୍ୟମର ଏକ ସ୍ବତନ୍ତ୍ର ସାକ୍ଷାତକାରରେ ସେ ରାହୁଲ ଗାନ୍ଧୀଙ୍କୁ ଭେଟିବାର ଇଚ୍ଛା ବିଷୟରେ କହିଥିଲେ। ରାହୁଲ ତାଙ୍କୁ ଭେଟି ତାଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ତେବେ ସାକ୍ଷାତକାରରେ ରାମେଶ୍ୱର ଦରବୃଦ୍ଧି ଚାପରେ ସେ କିପରି ଚାପି ହୋଇଯାଇଛନ୍ତି ସେ ବିଷୟରେ ପ୍ରକାଶ କରିଥିଲେ।

ସାକ୍ଷାତକାରର ୪୮ଘଣ୍ଟା ନ ପୂରୁଣୁ ଭାଜପାର ଆଇଟି ସେଲ ମୁଖ୍ୟ ଅମିତ ମାଲଭିଆ ରମେଶ୍ୱରଙ୍କ ଏକ ଭିଡିଓ କ୍ଲିପ ସେୟାର କରିଛନ୍ତି। ଯାହାକୁ ନେଇ ଜାତୀୟ ରାଜନୀତି ସରଗରମ ହେବାରେ ଲାଗିଛି। ଭିଡିଓରେ ରାମେଶ୍ୱର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଜ୍ଜଳା ଯୋଜନାରେ ତାଙ୍କୁ ମାଗଣା ଗ୍ୟାସ ସିଲିଣ୍ଡର ମିଳିଛି।

ମାଲଭିଆ ଟ୍ବିଟ୍‌ କରି କହିଛନ୍ତି, ଉଜ୍ଜଳା ଯୋଜନାରେ ରମେଶ୍ୱର ମାଗଣା ଗ୍ୟାସ ସିଲିଣ୍ଡର ପାଇଛନ୍ତି। କିନ୍ତୁ କେଜରିଓ୍ବାଲ ସରକାରଙ୍କ ମାଗଣା ବିଦ୍ୟୁତ ଓ ପାଣି ସେବା ତାଙ୍କୁ ମିଳିପାରିନାହିଁ। ଏସବୁ ଭିତରେ କେବଳ ରାହୁଲ ଗାନ୍ଧୀ ନିଜର ରାଜନୈତିକ ଲାଭ ପାଇଁ ଦାରିଦ୍ର୍ୟର ସୁଯୋଗ ଲାଭ ଉଠାଇଛନ୍ତି। ସେଥିପାଇଁ ତ ଗାନ୍ଧୀ ପରିବାରର ଚାରି ପିଢି କ୍ଷମତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri