Posted inଜାତୀୟ

ଆଜମ ଖାନ ଦୋଷମୁକ୍ତ…

ରାମପୁର,୨୪।୫ : ସମାଜବାଦି ପାର୍ଟିର ନେତା ତଥା ପୂର୍ବତନ ବିଧାୟକ ଆଜମ ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ବୁଧବାର ନିମ୍ନ ଅଦାଲତ ଘୃଣା ଭାଷଣ ମାମଲାରେ ତାଙ୍କ ଉପରେ ହୋଇଥିବା ଦଣ୍ଡାଦେଶ ଆଦେଶକୁ ଖାରଜ କରିଛନ୍ତି।
ଘୃଣା ଭାଷଣ ମାମଲା, ଆଜାମ ବିଧାୟକ ପଦ ହରାଇବା ସହିତ ତିନି ବର୍ଷ ଜେଲ ଦେଣ୍ଡରେ ଦଣ୍ଡିତ ହୋଇଥିଲେ।

ନିମ୍ନ ଅଦାଲତଙ୍କ ଦ୍ୱାରା ଦଣ୍ଡିତ ହେବା ପରେ ଆଜାମ ଖାନଙ୍କ ପକ୍ଷରୁ ସେସନ୍ସ କୋର୍ଟରେ ଏହା ବିରୋଧରେ ଆବେଦନ କରାଯାଇଥିଲା।

ଏହି ମାମଲା ୨୦୧୯ ଲୋକସଭା ନିର୍ବାଚନ ସମୟ ଅଟେ। ଜିଲା ମାଜିଷ୍ଟ୍ରେଟ ଏବଂ ସାମ୍ବିଧାନିକ ପଦବୀରେ ବସିଥିବା ଲୋକଙ୍କ ଆଧାରରେ ଆଜାମ ଖାନଙ୍କ ବିରୋଧରେ ଘୃଣା ଭାଷଣ ଦିଆଯାଇଥିବା ଅଭିଯୋଗ ହୋଇଥିଲା।

ଅଭିଯୋଗ ହୋଇଥିଲା ଆଜମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଆପତ୍ତିଜନକ ଭାଷା ମଧ୍ୟ ବ୍ୟବହାର କରିଛନ୍ତି। ଏହା ପରେ ତାଙ୍କ ବିରୋଧରେ ଏଫଆଇଆର୍‌ ରୁଜୁ କରାଯାଇଥିଲା।

ଯଦିଓ ଆଜାମ ଖାନ ଏହି ନିର୍ବାଚନରେ ଜିତିଥିଲେ କିନ୍ତୁ ୨୦୨୨ ମସିହାରେ ସେ ତାଙ୍କ ଆସନ ଛାଡ଼ିଥିଲେ।
୨୮ ଅକ୍ଟୋବର ୨୦୨୨ ରେ ନିମ୍ନ ଅଦାଲତ ଦେଇଥିବା ରାୟ ଅନୁସାରେ ଆଜାମ ଖାନଙ୍କୁ ତାଙ୍କ ବିଧାୟକ ପଦ ହରାଇବାକୁ ପଡ଼ିଥିଲା। ଏହା ସହିତ ତାଙ୍କୁ ତିନି ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ…

ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା

ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri