ଜେଲ୍‌ରେ ଥାଇ ଜିତିଲେ ନିର୍ବାଚନ

ଲକ୍ଷ୍ନୌ,୧୧।୩: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ତେବେ ରାଜ୍ୟର ସବୁଠୁ ହଟ୍‌ ଆସନ କୁହାଯାଉଥିବା ରାମପୁରରେ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍‌ ବିଜୟ ହାସଲ କରିଛନ୍ତି। ଆଜମ ଏବେ ବିଭିନ୍ନ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ୍‌ରେ ଅଛନ୍ତି। ଜେଲ୍‌ରେ ଥାଇ ମଧ୍ୟ ସେ ୫୫ ହଜାରରୁ ଅଧିକ ଭୋଟରେ ଜିତି ଇତିହାସ ସୃଷ୍ଟି କରିଥିଲେ। ସେ ଦଶମ ଥର ପାଇଁ ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି।
ବିଧାନସଭା ନିର୍ବାଚନରେ ଆଜାମ ଖାନ ପ୍ରଚାର କରିପାରି ନ ଥିଲେ। ଫେବୃୟାରୀ ୮ରେ ମଧ୍ୟବର୍ତ୍ତୀକାଳୀନ ଜାମିନ ଦେବାକୁ ସୁପ୍ରିମକୋର୍ଟ ମନା କରିଦେଇଥିଲେ। ରାମପୁର ଆସନରୁ ସମାଜବାଦୀ ପାର୍ଟିର ପ୍ରାର୍ଥୀ ଆଜମ ଖାନ ନିଜ ପାଇଁ ଏବଂ ଦଳ ପାଇଁ ପ୍ରଚାର ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ଦାବି କରିଥିଲେ। କିନ୍ତୁ ତାଙ୍କୁ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏସ୍‌ପିକୁ ନେଇ କୃଷକ ସଙ୍ଗଠନର ବୈଠକ ଆଜି: ୨୯ରେ ସଂସଦ ପର୍ଯ୍ୟନ୍ତ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ,୨୧ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନ ପୂର୍ବରୁ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବା କଥା ଘୋଷଣା କରିଥିଲେ । ଏହାପରେ ସିନ୍ଧୁ ସୀମାରେ...

ଦୈନିକ ସଂକ୍ରମଣ ତଳମୁହାଁ…

ନୂଆଦିଲ୍ଲୀ, ୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ...

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୭୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା...

ଅଲ୍‌ଓ୍ବର କୋର୍ଟରେ ପୋଲିସ- ଓକିଲ ସଂଘର୍ଷ

ଜୟପୁର, ୭ା୧୧,(ଆଇଏଏନ୍‌ଏସ୍‌): ଦିଲ୍ଲୀ ପରେ ରାଜସ୍ଥାନର ଅଲ୍‌ଓ୍ବର କୋର୍ଟ ପରିସରରେ ବୁଧବାର ସକାଳେ ପୋଲିସ- ଓକିଲଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଛି। ଓକିଲମାନେ ଜଣେ ମହିଳା...

ପୂରଣ ହେବ ବିଦ୍ୟୁତ୍‌ ଅଭାବ, ନିର୍ମାଣ କରାଯିବ ୧୦ ନ୍ୟୁକ୍ଲିୟର ପ୍ଲାଣ୍ଟ୍‌…

ନୂଆଦିଲ୍ଲୀ, ୨୮।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚାଭିଳାଷୀ ପ୍ରକଳ୍ପ ପ୍ରତି ଘରେ ବିଦ୍ୟୁତ୍‌ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତରେ ନୂଆ ବିଦ୍ୟୁତ୍‌ ଉତ୍ପାଦନ...

ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା

କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍‌କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ...

ବିଶ୍ୱ ଦୁଗ୍ଧ ସମ୍ମିଳନୀର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ…

ଗ୍ରେଟର ନୋଏଡା, ୧୨।୯ : ଭାରତୀୟ ଏକ୍ସପୋ ମାର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ଦୁଗ୍ଧ ସମ୍ମିଳନୀର ଶୁଭାରମ୍ଭ କରିଛନ୍ତି। ଗ୍ରେଟର ନୋଏଡା ଏକ୍ସପୋ ସେଣ୍ଟରରେ...

ଗଣବଳାତ୍କାର ଶିକାର ହେଲେ ନାବାଳିକା

ମୁମ୍ବାଇ,୧୫।୧୧: ମହାରାଷ୍ଟର ବିଡ ଅଞ୍ଚଳରେ ଏକ ଅଭାବନୀୟ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକା ବିବାହିତା ଯୁବତୀଙ୍କୁ ଦୀର୍ଘ ୬ମାସ ଧରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ...

Advertisement
Archives

Model This Week