Advertisement
Posted inଜାତୀୟ

ଭୋଟ ଦେବାରୁ ବଞ୍ଚିତ ହେଲେ ଆଜମ

ଲକ୍ଷ୍ନୌ,୧୭।୧୧: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ଆଜମ ଖାନ୍‌ଙ୍କ ଭୋଟ ଦେବା ଅଧିକାରକୁ ରଦ୍ଦ କରାଯାଇଛି। ଏପରିକି ଭୋଟର ତାଲିକାରୁ ମଧ୍ୟ ତାଙ୍କର ନାମକୁ ହଟାଇଦିଆଯାଇଛି। ଡିସେମ୍ବର ୫ରେ ହେବାକୁ ଥିବା ରାମପୁର ଉପନିର୍ବାଚନରେ ଆଜମ ଖାନ୍‌ ଆଉ ଭୋଟ ଦେଇପାରିବେ ନାହିଁ। ସୂଚନା ମୁତାବକ, ବୁଧବାର ଭାଜପା ପ୍ରାର୍ଥୀ ଆକାଶ ସାକ୍ସେନା ଆଜମଙ୍କ ଭୋଟ ଦେବାର ଅଧିକାରକୁ ରଦ୍ଦ କରିବାକୁ ଦାବି କରିଥିଲେ। ଏନେଇ ସେ ଏସ୍‌ଡିଏମ୍‌ ସଦର ଓ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ରାମପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଜେଡିକୁ ଆଇନର ପାଠ ପଢାଇଲେ ନଡ୍ଡା

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ଶେଷ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୭ରେ ଅନୁଷ୍ଠିତ ହେବ । ଗୁରୁବାର ୧୫ ଜିଲାର ୭୮ ଆସନ ପାଇଁ...

ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ, କମ୍ୟୁନିଟି କିଚେନ ଯୋଜନା ନେଇ କେନ୍ଦ୍ରକୁ ଶେଷ ଚେତାବନୀ…

ନୂଆଦିଲ୍ଲୀ,୧୬।୧୧: ଏକ ସମାଜ ମଙ୍ଗଳ ରାଷ୍ଟ୍ରରେ ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ କମ୍ୟୁନିଟି କିଚେନ ଯୋଜନା ନେଇ...

କ୍ଷୀର ଦୋକାନରେ ମିଳିବ ନାହିଁ କୁକୁଡା ମାଂସ

ଭୋପାଳ,୧୭।୯: ମଧ୍ୟପ୍ରଦେଶର ଭୋପାଳରେ ଗୋଟିଏ ଦୋକାନରେ କ୍ଷୀର ଓ କଡକନାଥ ବା କାଲାମାସି କୁକୁଡା ମାଂସ ମିଳିବ ନାହିଁ ବୋଲି ସରକାର କହିଛନ୍ତି। କମଲନାଥ ସରକାର...

ବିଏସ୍‌ପିକୁ ଗୋଟିଏ ସିଟ୍‌

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ରାଜନୀତିରେ ୩ଦଶନ୍ଧି ଧରି ପ୍ରଭାବଶାଳୀ ଭୂମିକା ଗ୍ରହଣ କରିଥିବା ମୟାବତୀଙ୍କ ନେତୃତ୍ୱାଧୀନ ବହୁଜନ ସମାଜ ପାର୍ଟି (ବିଏସ୍‌ପି)କୁ ୨୦୨୨ ବିଧାନସଭା ନିର୍ବାଚନରେ ମାଟି...

ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର

ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ...

ଜନସଂଖ୍ୟା ବୃଦ୍ଧି ରୋକିବା ପାଇଁ ଅଣାଯିବ ଦୁଇ ସନ୍ତାନ ଆଇନ: ଭାଗଓ୍ବତ

ଲକ୍ଷ୍ନୌ, ୧୮।୧: ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ ଦେଇଥିବା ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।...

ଜାତୀୟ ସାହସିକତା ପୁରସ୍କାର: ୨୨ଜଣ ବାଳିକାବାଳକଙ୍କୁ ସମ୍ମାନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୧: ଚଳିତ ବର୍ଷ ୨୨ ଜଣ ବାଳିକାବାଳକଙ୍କୁ ଜାତୀୟ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ...

ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା

ଅହମ୍ମଦାବାଦ୍‌,୧୯।୮: ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ଭାରୁଚରେ ଦଳର ୭ ନେତା ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା...

Advertisement
Archives

Model This Week