Posted inଜାତୀୟ

ଆଜମ ଖାଁଙ୍କ ବିଧାନସଭା ସଦସ୍ୟ ପଦ ରଦ୍ଦ

ଲକ୍ଷ୍ନୌ,୨୮।୧୦: ହେଟ ସ୍ପିଚ୍‌ ମାମଲାରେ ସମାଜବାଦୀ ପାର୍ଟି ନେତା ଆଜମ ଖାଁଙ୍କ ବିଧାନସଭା ସଦସ୍ୟ ପଦ ରଦ୍ଦ କରିଦିଆଇଛି। ଗୁରୁବାର ରାମପୁର କୋର୍ଟ ଏହି ମାମଲାରେ ତାଙ୍କୁ ୩ ବର୍ଷର କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଏଥିନେଇ ତାଙ୍କର ସଦସ୍ୟତା ରଦ୍ଦ କରିଦିଆଯାଇପାରେ ବୋଲି ଅନୁମାନ କରାଯାଉଥିଲା। ଶେଷରେ ତାହା ହୋଇଛି। ଉତ୍ତରପ୍ରଦେଶ ବିଧାନସଭା ବାଚସ୍ପତି ତାଙ୍କ ସଦସ୍ୟପଦକୁ ରଦ୍ଦ କରିଛନ୍ତି।

୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଆଜମ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରି ଆପତ୍ତିଜନକ ଭାଷଣ ଦେଇଥିଲେ। ଏହାକୁ ନେଇ ଭାଜପା ନେତା ଆକାଶ ସକ୍ସେନା ଅଭିଯୋଗ କରିବା ପରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ରାମପୁରର ସ୍ବତନ୍ତ୍ର ଏମ୍‌ପି/ଏମ୍‌ଏଲ୍‌ଏ କୋର୍ଟ ଅକ୍ଟୋବର ୨୭ରେ ଶୁଣାଣି କରି ତାଙ୍କୁ ୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ।

ପୂର୍ବରୁ ଜମି ଦୁର୍ନୀତି ମାମଲାରେ ଆଜମ ୨ ବର୍ଷ ଜେଲ୍‌ରେ ରହିଛନ୍ତି। ଚଳିତ ବର୍ଷ ମେ’ରେ ସୁପ୍ରିମକୋର୍ଟ ଆଜମଙ୍କୁ ଅନ୍ତରୀଣ ଜାମିନ ଦେଇଥିଲେ। ଏବେ ସେ ୯ ବର୍ଷ ଯାଏ ନିର୍ବାଚନ ଲଢ଼ି ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?