Posted inଜାତୀୟ

କରୋନାକୁ ମାତ୍ର ୯ ଦିନରେ ହରାଇଲେ ୧୦୮ ବର୍ଷୀୟା ମହିଳା

ଆଜମଗଡ,୧୦।୯: କରୋନାକୁ ମାତ୍ର ୯ ଦିନରେ ହରାଇଲେ ୧୦୮ ବର୍ଷୀୟା ମହିଳା। ଆଜମଗଡ ମେଡିକାଲ କଲେଜର ଡାକ୍ତରଙ୍କ ପରିଶ୍ରମରେ ଦୁଲାରୀ ଦେବୀ ନାମକ ଜଣେ ମହିଳା କରୋନାରୁ ସୁସ୍ଥ ହୋଇଛନ୍ତି। ଆଜମଗଡ ମେଡିକାଲ କଲେଜର ଡେପୁଟି ପ୍ରିନ୍ସପାଲ ଡା. ରାଜେଶ କୁମାର ଏବଂ ଡା. ଦୀପକ ପାଣ୍ଡେ ଦୁଲାରୀ ଦେବୀଙ୍କୁ ବେଡ୍‌ରୁ ବାହାରକୁ ଆସିବା ପରେ ସ୍ବାଗତ କରିଥିଲେ। ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ଏବଂ ନିଜ ପରିବାର ସହିତ ଘରକୁ ଯାଇଛନ୍ତି। ପୁନର୍ବାର ସଂକ୍ରମିତ ନ ହେବା ପାଇଁ ଡାକ୍ତରମାନେ ବିଶେଷ ଧ୍ୟାନ ଦେବାକୁ କହିଛନ୍ତି।
ରାଜକୀୟ ମେଡିକାଲ କଲେଜର ଚକ୍ରପାନପୁର କରୋନା ୱାର୍ଡର ନୋଡାଲ ପ୍ରଭାରୀ ଡା. ନିଆଜ ହାସନ କହିଛନ୍ତି ଯେ, ବାଲିଆର ଦୁଲାରୀ ଦେବୀ କାଶ ଏବଂ ଥଣ୍ଡା ଏବଂ ଜ୍ୱର ଯୋଗୁ କରୋନା ପରୀକ୍ଷା କରିଥିଲେ। ରିପୋର୍ଟ ପଜିଟିଭ୍‌ ଆସିବା ପରେ ତାଙ୍କୁ ଅଗଷ୍ଟ ୩୧ରେ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ଏହି ସମୟ ମଧ୍ୟରେ ପରିବାର ଏବଂ ଡାକ୍ତରମାନେ ତାଙ୍କୁ ଉତ୍ସାହିତ କରିଥିଲେ। ଡାକ୍ତରଙ୍କ କଠିନ ପରିଶ୍ରମ ହେତୁ ସେପ୍ଟେମ୍ବର ୯ରେ ହୋଇଥିବା ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

ପିଲାଙ୍କ ଧରିତ୍ରୀ

Why Dharitri