ଆର୍ମେନିଆ ବିରୋଧରେ ଯୁଦ୍ଧ ଆରମ୍ଭ କଲା ଆଜରବୈଜାନ, ସାମରିକ ଆକ୍ରମଣରେ ୨୫ ମୃତ

ବାକୁ,୨୦।୯: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆଉ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆଜରବୈଜାନ ପୁଣି ଆର୍ମେନିଆ ବିରୋଧରେ ଯୁଦ୍ଧ ଆରମ୍ଭ କରିଛି। ରିପୋର୍ଟ ଅନୁଯାୟୀ, ଆଜରବୈଜାନ ମଙ୍ଗଳବାର ଆର୍ମେନିଆ ନିୟନ୍ତ୍ରିତ କରାବାଖ ଉପରେ ଆକ୍ରମଣ କରିଛି। ଫଳରେ ୨୫ ଜଣଙ୍କ ମୃତ୍ୟୁ ଘଟିଛି।

ଆର୍ମେନିଆର ଜଣେ ଅଧିକାରୀ କହିଛନ୍ତି , ମଙ୍ଗଳବାର ଆଜରବୈଜାନ ଆର୍ମେନିଆ ବିରୋଧରେ ଯୁଦ୍ଧ ଆରମ୍ଭ କରିଛି। ଆଜରବୈଜାନର ସାମରିକ ଆକ୍ରମଣରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଦୁଇଜଣ ସାଧାରଣ ନାଗରିକ ଅଛନ୍ତି। ଏହା ବ୍ୟତୀତ ଆଜରବୈଜାନ ଆକ୍ରମଣରେ ୧୩୮ ଜଣ ଆହତ ହୋଇଛନ୍ତି।

ସୂଚନାଯୋଗ୍ୟ, ଆଜରବୈଜାନ ମଙ୍ଗଳବାର ଆର୍ମେନିଆ ବିରୋଧରେ ଯୁଦ୍ଧ ଘୋଷଣା କରିଛି। ଆଜରବୈଜାନ ଆର୍ମେନିଆର ଅନେକ ଅଞ୍ଚଳକୁ ଟାର୍ଗେଟ କରିଛି। ଏଥିରେ ଆର୍ମେନିଆର ନିୟନ୍ତ୍ରଣରେ ଥିବା ନାଗର୍ନୋ-କରାବାଖ ଅଞ୍ଚଳ ମଧ୍ୟ ସାମିଲ। ଆଜରବୈଜାନ ଏହି ଅଞ୍ଚଳ ଦଖଲ କରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri