ଆର୍ମିନିଆ ଉପରେ ଆକ୍ରମଣ କଲା ଅଜରବେଜାନ, ୩ ମୃତ, ରୁଷିଆ କହିଲା ଅସ୍ତ୍ରବିରତି ଉଲ୍ଲଂଘନ

ୟେରୱାନ, କାବୁ,୫ ।୮: ୟୁକ୍ରେନ ଓ ତାଇୱାନ ଅଞ୍ଚଳରେ ବଢି ଚାଲିଥିବା ଉତ୍ତେଜନା ମଧ୍ୟରେ ମଧ୍ୟ ଏସିଆ ଦେଶ ଅଜରବେଜାନ ଓ ଆର୍ମିନିଆରେ ବି ଉତ୍ତେଜନା ଦେଖାଦେଇଛି । ଅଜରବେଜାନକୁ ତୁର୍କିରୁ ମିଳିଥିବା ଘାତକ ବୟାରକତାର ଡ୍ରୋନ୍ ସହାୟତାରେ ଆର୍ମିନିଆର ଅଧିକାଂଶ ଅସ୍ତ୍ରକୁ ନଷ୍ଟ କରି ଦିଆଯାଇଛି । ଏହାସହ ନାଗର୍ନୋ-କରାବାଖର କିଛି ଅଞ୍ଚଳକୁ ଅଜରବେଜାନ ନିଜ ଅଧିନକୁ ନେଇଯାଇଛି ।
ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି କରୁଥିବା ରୁଷିଆ ଅଭିଯୋଗ କରିଛି କି ଅଜରବେଜାନ ନାଗାର୍ନୋ-କରାବାଖର ବିବାଦୀୟ ଅଞ୍ଚଳରେ ଅସ୍ତ୍ର ବିରତିର ଉଲ୍ଲଂଘନ କରିଛି । ଏହା ପୂର୍ବରୁ ଅଜରବେଜାନ ଅଭିଯୋଗ କରିଥିଲା କି ଆର୍ମିନିଆରେ ଅବୈଧ ସେନା ତା’ର ୩ ସେନାଙ୍କୁ ନିହତ କରିଛି ।
ଏହା ପୂର୍ବରୁ ୨୦୨୦ରେ ଆର୍ମିନିଆରେ ପ୍ରାୟ ୬ ସପ୍ତାହ ପର୍ଯ୍ୟନ୍ତ ଭିଷଣ ଲଢେଇରେ ୬୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିଲା । ଏହାପରେ ରୁଷିଆ ଦଖଲରେ ଦୁଇଦେଶ ମଧ୍ୟରେ ଅସ୍ତ୍ରବିରତି ଘୋଷଣା କରାଯାଇଥିଲା । ଗୁରୁବାର ହୋଇଥିବା ଆକ୍ରମଣକୁ ନେଇ ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ଅଜରବେଜାନର ଅସ୍ତ୍ରଧାରୀ ସେନା ଅସ୍ତ୍ରବିରତିର ଉଲ୍ଲଂଘନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri