ବିଏ.୨ ଭାରିଆଣ୍ଟ୍‌ ବଢ଼ାଉଛି ଚିନ୍ତା, ୫୭ ଦେଶରେ ସଂକ୍ରମଣ…

ନୂଆଦିଲ୍ଲୀ, ୫।୨ : ଦୁଇ ବର୍ଷରୁ ଅଧିକ ସମୟ ଧରି ବିଶ୍ୱ କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ସମ୍ପ୍ରତି ଏହାର ବିଏ.୨ ଭାରିଆଣ୍ଟ୍‌ ଦ୍ରୁତ ବେଗରେ ସଂକ୍ରମିିତ ହେବାରେ ଲାଗିଛି। ଇତିମଧ୍ୟରେ ଏହା ୫୭ ଦେଶକୁ ବ୍ୟାପି ସାରିଛି। ଓମିକ୍ରନ ଅପେକ୍ଷା ଏହାର ସଂକ୍ରମଣ ବେଗ ଅଧିକ ଦ୍ରୁତ ରହିଛି।

ବ୍ଲୁମବର୍ଗର ଏକ ସଦ୍ୟତମ ରିପୋର୍ଟ ଅନୁଯାୟୀ, ଓମିକ୍ରନର ଉପ-ଭାରିଆଣ୍ଟ ବିଏ.୨ର ମୂଳ ଭାରିଆଣ୍ଟ୍‌ ତୁଳନାରେ ଶୀଘ୍ର ବିସ୍ତାର କରିବାର କ୍ଷମତା ଅଛି। କରୋନା ଟିକା ର ବୁଷ୍ଟର୍‌ ଡୋଜ ଏହା ବିରୁଦ୍ଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଥିବା ବିଶେଷଜ୍ଞ କହିଛନ୍ତି।

କରୋନା ଜୀବାଣୁର ଡେଲ୍ଟା ଭାରିଆଣ୍ଟ ଅପେକ୍ଷା ଓମିକ୍ରନ ଭାରିଆଣ୍ଟ ଅଧିକ ସଂକ୍ରାମକ। ଡେଲ୍ଟା ଭାରିଆଣ୍ଟ ଯୋଗୁ ଭାରତରେ କରୋନାର ଭୟଙ୍କର ଦ୍ୱିତୀୟ ଲହର ଆସିଥିଲା । ଓମିକ୍ରନର ସବ ଭାରିଆଣ୍ଟ ବିଏ.୨ ଏହାଠାରୁ ମଧ୍ୟ ଅଧିକ ସଂକ୍ରାମକ। ଡିସେମ୍ବର ଏବଂ ଜାନୁଆରୀ ମାସରେ ପ୍ରାୟ ୮୫୦୦ ପରିବାର ଉପରେ କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି ଯେ ବିଏ.୨ ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ହାରାହାରି ୩୯ ପ୍ରତିଶତ ରହିଛି। ଅପର ପକ୍ଷରେ ଏହାର ମୂଳ ଭାରିଆଣ୍ଟ ଅର୍ଥାତ୍‌ ଓମିକ୍ରନ ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୨୯ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?