ବିଏକୁ ଓଡ଼ିଶାର ଶ୍ରେଷ୍ଠ ୫ଜି ନେଟ୍‌ୱର୍କ ପୁରସ୍କାର

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ଭାରତୀ ଏୟାରଟେଲ (ବିଏ)କୁ ନିକଟରେ ଓଡ଼ିଶାର ଶ୍ରେଷ୍ଠ ୫ଜି ନେଟ୍‌ଓ୍ବର୍କ ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ଏପରିକି ନେଟ୍‌ୱର୍କ ଓ ଗ୍ରାହକଙ୍କ ପାଇଁ ସ୍ବାଧୀନ ବିଶ୍ୱସ୍ତରୀୟ ମାନକ ଓପନ୍‌ ସିଗ୍‌ନାଲ ପକ୍ଷରୁ ଓଡ଼ିଶା ଟେଲିକମ୍‌ ସର୍କଲର ଶ୍ରେଷ୍ଠ ୫ଜି ନେଟ୍‌ୱର୍କ ଆଓ୍ବାର୍ଡରେ ବିଏକୁ ପୁରସ୍କୃତ କରିଛି।

ବିଶେଷକରି ଓପନ୍‌ ସିଗ୍‌ନାଲ୍‌ର ସଦ୍ୟତମ ଉପଭୋକ୍ତା ରିପୋର୍ଟ ଅନୁଯାୟୀ ଏୟାରଟେଲ ମୋଟ ନେଟ୍‌ୱର୍କ ଚାର୍ଟର ଶୀର୍ଷରେ ରହିଛି ଏବଂ ୬ଟି ପୁରସ୍କାର ମଧ୍ୟରୁ ୬ଟିରେ ବିଜୟୀ ସହ ବିଏ ରାଜ୍ୟର ଶ୍ରେଷ୍ଠ ୫ଜି ନେଟ୍‌ୱର୍କରେ ପରିଣତ ହୋଇଛି। ସେହିଭଳି ଏୟାରଟେଲ ଉଭୟ ଲାଇଭ୍‌ ଏବଂ ଅନ୍‌-ଡିମାଣ୍ଡ ଭିଡିଓ ଷ୍ଟ୍ରିମିଂରେ ସାମଗ୍ରିକ ୫ଜି ଭିଡିଓ ଷ୍ଟ୍ରିମିଂ ଅଭିଜ୍ଞତାର ଶୀର୍ଷ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri