Posted inଖେଳ

ଧୋନୀଙ୍କ ପାଇଁ ଭାବପ୍ରବଣ ହେଲେ ଅନୁଷ୍କା,ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅଚାନକ ସନ୍ୟାସ ଘୋଷଣା ତାଙ୍କ କ୍ରିକେଟ ପ୍ରଶଂସକଙ୍କ ଚକିତ କରିଦେଇଛି। ରାଜନେତାଙ୍କଠାରୁ ଆରମ୍ଭ କରି ଅଭିନେତାଅଭିନେତ୍ରୀଙ୍କ ପର୍ଯ୍ୟନ୍ତ ତାଙ୍କ ଏଭଳି ନିଷ୍ପତ୍ତିରେ ଦୁଃଖିତ ହୋିଛନ୍ତି। ଏଥିରେ ସାମିଲ ଅଛନ୍ତି ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ। ସେ ଧୋନୀଙ୍କ ନିଷ୍ପତ୍ତିରେ ଆଦୌ ଖୁସି ନାହାନ୍ତି। ସୁପରହିଟ୍‌ ଫିଲ୍ମ ବାହୁବଳୀ ଫେମ୍‌ ଅନୁଷ୍କା ଏକ ଭାବୁକ ପୋଷ୍ଟ ଲେଖି କହିଛନ୍ତି, ମାହି ଜଣେ ମହାନ ଖେଲାଳି ଥିଲେ। ସେ ସମସ୍ତଙ୍କୁ ନିଜ ଉପରେ ଭରସା କରିବା ଶିଖାଇଥିଲେ। ତୁମେ ଜିତିବା ଏକ ଅଭ୍ୟାସ କରାଇଦେଇଥିଲ। ଧୋନୀଙ୍କ ଅବସରକ ମୋତେ ଦୁଃଖ ଦେଇଛି। ଆଶା କରୁଛି ଧୋନୀ ଭାରତୀୟ କ୍ରିକେଟର ଯେଉଁ ମୂଳଦୁଆ ଗଢିଛନ୍ତି ତାହା ଆଗକୁ ବଢିବ। ସୂଚନାଯୋଗ୍ୟ, ଅଗଷ୍ଟ ୧୫ରେ ଧୋନୀ କ୍ରିକେଟର ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri