Posted inଜାତୀୟ

ରାଜପଥ ପାର୍ଶ୍ୱରେ ବାଉଁଶ ତିଆରି ବାହୁବଲୀ ବାଡ଼ କରାଯିବ: ଗଡ଼କରୀ

ନୂଆଦିଲ୍ଲୀ,୨୭।୭: ଦେଶର ଏକ୍ସପ୍ରେସ୍‌ଓ୍ବେ ଓ ଜାତୀୟ ରାଜପଥଗୁଡ଼ିକର ପାର୍ଶ୍ୱରେ ବାଉଁଶ ତିଆରି ‘ବାହୁବଲୀ’ ବାଡ଼ କରାଯିବ ବୋଲି ବୁଧବାର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାସ୍ତାକଡ଼ରେ ଦିଆଯାଉଥିବା ଷ୍ଟିଲ୍‌ ବାଡ଼ ପରିବର୍ତ୍ତେ ବାଉଁଶ ବାଡ଼ ଦିଆଯିବ। ଏହାଦ୍ୱାରା ଗ୍ରାମ୍ୟ ଅର୍ଥନୀତିକୁ ବଳ ମିଳିବ ଏବଂ ଗ୍ରାମବାସୀ ତଥା ଆଦିବାସୀମାନେ ଲାଭବାନ୍‌ ହେବେ। ଛତିଶଗଡ଼ରେ ଏହାର ପାଇଲଟ ପ୍ରୋଜେକ୍ଟ ଆରମ୍ଭ ହୋଇଛି ବୋଲି ଶୂନ୍ୟକାଳରେ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri