Posted inଜାତୀୟ

ବାବା ଆମ୍‌ତେଙ୍କ ନାତୁଣୀଙ୍କ ଆତ୍ମହତ୍ୟା

ଚନ୍ଦ୍ରପୁର(ମହାରାଷ୍ଟ୍ର), ୩୦।୧୧-ବାବା ଆମ୍‌ତେଙ୍କ ନାତୁଣୀ ତଥା ଜଣାଶୁଣା ସାମାଜିକ କର୍ମୀ ଡ. ଶୀତଲ ଆମ୍‌ତେ-କରାଜ୍‌ଗୀ ସୋମବାର ସକାଳେ ସ୍ଥାନୀୟ ଆନନ୍ଦବନ ଆଶ୍ରମରେ ଆତ୍ମହତ୍ୟା କରିଛନ୍ତି। ସେ କୌଣସି ଅଜଣା ପଦାର୍ଥ ଇଞ୍ଜେକ୍‌ଶନରେ ନେଇଥିବା ପୋଲିସ କହିଛି। ତାଙ୍କୁ ଓ୍ବାରୋରା ରୁରାଲ ହସ୍ପିଟାଲକୁ ନିଆଯାଇଥିବାବେଳେ ସେଠାରେ ମୃତ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ରାମଲାଲା ଓକିଲଙ୍କ ଯୁକ୍ତି: ଆସ୍ଥା ହିଁ ଜନ୍ମସ୍ଥାନର ପ୍ରମାଣ

ନୂଆଦିଲ୍ଲୀ,୮ା୮(ପି.ଟି.): ବିବାଦୀୟ ଅଯୋଧ୍ୟା ଜମି ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ। ହିନ୍ଦୁ ଧର୍ମାବଲମ୍ବୀମାନଙ୍କ ଅତୁଟ ବିଶ୍ୱାସ ହିଁ ଏହାର ପ୍ରମାଣ ବୋଲି ସୁପ୍ରିମକୋର୍ଟରେ ମାମଲାର ଅନ୍ୟତମ ପକ୍ଷ...

ହଷ୍ଟେଲରେ ଜଳବନ୍ଦୀ ଥିବା ୧୮୩ ଛାତ୍ରୀ ଉଦ୍ଧାର

ଭୋପାଳ,୩୦।୭: ମଧ୍ୟପ୍ରଦେଶ ଖଣ୍ଡଓ୍ବାର କନ୍ୟା ଶିକ୍ଷାଶ୍ରମ ପରିସରରେ ଥିବା ହଷ୍ଟେଲରେ ସୋମବାର ବନ୍ୟାପାଣି ପଶି ଯାଇଥିଲା। ଫଳରେ ଏହି ହଷ୍ଟେଲରେ ଥିବା ପ୍ରାୟ ୧୮୩ ଜଣ...

ଟିକ୍‌ଟକ୍‌ ନିଶାରେ ମହିଳା କନଷ୍ଟେବଳ

ନୂଆଦିଲ୍ଲୀ, ୩୧।୭: ଟିକ୍‌ଟକ୍‌ ଭିଡିଓ କରିବା ନିଶା ଏବେ ସମସ୍ତଙ୍କୁ ଘାରିଛି। କାର୍ଯ୍ୟକ୍ଷେତ୍ରରେ ଥାଇ ବି ଟିକ୍‌ଟକ୍‌ରେ ମାତୁଛନ୍ତି କର୍ମଚାରୀ। ଦିଲ୍ଲୀର ଦୁଇ ମହିଳା କନଷ୍ଟେବଳଙ୍କ...

‘ପିଡି’ ସହ ଏବେ ସମୟ ବିତାଉଛନ୍ତି ରାହୁଲ

ନୂଆଦିଲ୍ଲୀ, ୨୯।୫: ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏବେ ଗଣମାଧ୍ୟମ ଏବଂ ସୋସିଆଲ ମିଡିଆଠାରୁ ନିଜକୁ ଯଥେଷ୍ଟ ଦୂରେଇ ରଖୁଛନ୍ତି କଂଗ୍ରେସ ଅଧ୍ୟକ୍ଷ...

ପୋଲିସ କର୍ମୀଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ: ଜବାବ ତଲବ କଲେ ଏସ୍‌ଏସ୍‌ପି

ଲକ୍ଷ୍ନୌ,୧୭।୯: ବର୍ତ୍ତମାନ ଦେଶରେ ସୋସିଆଲ ମିଡିଆରେ ଟିକ୍‌ଟକ୍‌ର ଟ୍ରେଣ୍ଡ ଚାଲିଛି। ଏନେଇ ଛୁଆଙ୍କଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତଙ୍କ ମଧ୍ୟରେ ଟିକ୍‌ଟକ୍‌ ମାନିଆ ଦେଖାଦେଇଛି।...

ରାତିରେ ବିଧାନସଭାରେ ଥିବା ଭାଜପା ନେତାଙ୍କ ପାଇଁ ରାତ୍ରଭୋଜନର ବ୍ୟବସ୍ଥା କରିଥିଲା କଂଗ୍ରେସ

ବେଙ୍ଗାଲୁରୁ,୧୯।୭: କର୍ନାଟକର ରାଜନୀତି ସଙ୍କଟକୁ ନେଇ ଏବେ ସବୁଠି ଚର୍ଚ୍ଚା। ଗୁରୁବାର କୁମାରସ୍ବାମୀ ସରକାରଙ୍କ ଆସ୍ଥା ଭୋଟ ହୋଇ ପାରି ନ ଥିଲା। ଏଥିରେ ଅଡିବସି...

କରୋନା ଟିକା ନାଚ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ଥିରୁଭାନନ୍ତପୁରମ୍‌,୧୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ କାର୍ଯ୍ୟ ଜାରି ରହିଛି। ଏପରିସ୍ଥଳେ...

କଂଗ୍ରେସ ନୂଆ ଚିନ୍ତାଧାରା ନେଇ କାର୍ଯ୍ୟ କରିବା ଆବଶ୍ୟକ: ଜ୍ୟୋତିରାଦିତ୍ୟ ସିନ୍ଧିଆ

ନୂଆଦିଲ୍ଲୀ,୧୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟ ଜନକ ପ୍ରଦର୍ଶନ ନେଇ ଜ୍ୟୋତିରାଦିତ୍ୟ ସିନ୍ଧିଆ ମୁହଁ ଖୋଲିଛନ୍ତି। ଦେଶରେ ବହୁ ପ୍ରସଙ୍ଗ ଏବେ ବଦଳିସାରିଛି। ତେଣୁ...

Advertisement

BGU

Archives

Model This Week

Why Dharitri