ବାବା ବାଲିଲୋକନାଥ କ୍ରିକେଟ ଟୁର୍ନାମେଣ୍ଟ: ହୁମା ଚାମ୍ପିୟନ

ଗଞ୍ଜାମ,୨୭ା୫(ବିଦ୍ୟାଧର ସାହୁ)-ବାବା ବାଲି ଲୋକନାଥ କ୍ରିକେଟ କ୍ଲବ ପକ୍ଷରୁ ଆୟୋଜିତ ଫଟାଫଟ କ୍ରିକେଟ ଟୁର୍ନାମେଣ୍ଟ ମଙ୍ଗଳବାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ହୁମା ଟିମ୍‌ ବିଜୟୀ ହୋ ଚାମ୍ପିୟନ ହୋଇଛି। ଏହି ଫାଇନାଲ ମ୍ୟାଚ ହୁମା ଓ ମାଳି ଜଗନାଥପୁର ଟିମ୍‌ ମଧ୍ୟରେ ହୋଇଥିଲା। ମାଳି ଜଗନାଥପୁର ଟିମ୍‌ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭରରେ ୬୦ ରନ କରିଥିଲା। ଏହାର ଜବାବରେ ୫ ଉଇକେଟ ହରାଇ ହୁମା ଟିମ୍‌ ୬୧ ରନ ହାସଲ କରି ବିଜୟୀ ହୋଇ ଚାମ୍ପିୟନ ହୋଇଥିଲା। ହୁମାର ନାରଣ ଉନ୍ନତ ଖେଳ ପ୍ରଦର୍ଶନ କରି ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।ମ୍ମାଳି ଜଗନ୍ନାଥପୁର ଟିମ୍‌ର ବାବୁଙ୍କୁ ବେଷ୍ଟ ବୋଲର ସିଲଡ଼ ପ୍ରଦାନ କରାଯାଇଥିଲା। ବାଲି ଲୋକନାଥ ମନ୍ଦିର ପରିଚାଳନା କମିଟି ସଭାପତି ବି. ବନମାଳୀ, ଭୁଭୁନି ରେଡ୍ଡୀ, ସମିତି ସଭ୍ୟ ଜୟକୃଷ୍ଣ ରେଡ୍ଡୀ, ଗ୍ରାମ୍ୟ କମିଟି ସଭାପତି କେ. ହରି ରେଡ୍ଡୀ ପ୍ରମୁଖ ଅତିଥି ରୂପେ ଯୋଗଦେଇ ଚାମ୍ପିୟନ ଟିମ୍‌କୁ ଟ୍ରଫି ପ୍ରଦାନ କରିଥିଲେ। ମାଳି ଜଗନ୍ନାଥପୁର ଟିମ୍‌ ରନର୍ସ ଅପ ହୋଇଥିଲା। ଏହ ଟୁର୍ନାମେଣ୍ଟରେ ୮ଟି ଟିମ୍‌ ଅଂଶଗ୍ରହଣ କରିଥିଲେ। ପ୍ରତ୍ୟେକ ମ୍ୟାଚ ୮ ଓଭର ଓ ଫାଇନାଲ ମ୍ୟାଚ ୧୦ ଓଭର ବିଶିଷ୍ଟ ହୋଇଥିଲା। ଟୁର୍ନାମେଣ୍ଟକୁ କେ. ଇଲେୟା ରେଡ୍ଡୀ, ଏନ. ଜୟକୃଷ୍ଣ ରେଡ୍ଡୀ, ଏସ. ନୀଳକଣ୍ଠ ରେଡ୍ଡୀ, ଏସ.ରାଜୁ ରେଡ୍ଡୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri