ଦୀର୍ଘ ୯ ମାସ ପରେ ଆଜି ଖୋଲିଲା ବାବା ଧବଳେଶ୍ୱରଙ୍କ ମନ୍ଦିର

କଟକ ଅଫିସ,୧୧।୧: ଦୀର୍ଘ ୯ ମାସ ପରେ କୋଭିଡ କଟକଣା ମଧ୍ୟରେ ସୋମବାର ଖୋଲିଛି ପ୍ରଭୁ ଧବଳେଶ୍ୱରଙ୍କ ମନ୍ଦିର। ଆଜି ଶ୍ରଦ୍ଧାଳୁମାନେ ବାବାଙ୍କୁ ଦର୍ଶନ କରି ବହୁତ ଆନନ୍ଦ ଲାଭ କରୁଛନ୍ତି। ଏକାଥରକେ ୫୦ ଜଣ ଭକ୍ତ ୬ ଫୁଟ ଦୂରତାରେ ରହି ବାବାଙ୍କର ଦର୍ଶନ କରୁଛନ୍ତି। ଗତ ୮ ତାରିଖରୁ ମନ୍ଦିର ଖୋଲିଥିବା ବେଳେ କେବଳ ପୂଜକଙ୍କ ପରିବାରକୁ ଦର୍ଶନ ଅନୁମତି ମିଳିଥିଲା। ଆଜି ସର୍ବସାଧାରଣଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ଟି ପର୍ଯ୍ୟାୟରେ ହେବ ବିଦ୍ୟୁତ୍‌ କାଟ: ୪୪ ହଜାର ଉପଭୋକ୍ତାଙ୍କ ୫୨ କୋଟି ଟଙ୍କା ବକେୟା

ନୟାଗଡ଼ ଅଫିସ,୧୬।୧: ନୟାଗଡ଼ ଜିଲା ସେସୁ ପକ୍ଷରୁ ଗୁରୁବାରଠାରୁ ବକେୟା ବିଲ୍‌ ଥିବା ବିଦ୍ୟୁତ୍‌ ଉପଭୋକ୍ତାଙ୍କର ବିଦ୍ୟୁତ୍‌ କାଟ କରାଯିବ। ୩ଟି ପର୍ଯ୍ୟାୟରେ ବିଦ୍ୟୁତ୍‌ କାଟ...

କାଗଜପତ୍ରରେ ଚାଲିଛି ଧାନକିଣା:ଚାଉଳ ରିସାଇକ୍ଲିଂ କରିବାକୁ ସଜବାଜ

ଯାଜପୁର ଅଫିସ,୫ା୨- ଯାଜପୁର ଜିଲାରେ ମଙ୍ଗଳବାର ସୁଦ୍ଧା ୧୩୪ ପ୍ୟାକ୍ସ ଜରିଆରେ ୫,୯୩,୨୫୭ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ଏଥିରେ ୧୨ଜଣ ମିଲର୍ସ ଭାଗ ନେଇଛନ୍ତି...

ଭୟରେ ଓଲଟିଲା ମାଛ ଗାଡ଼ି

ରାଉରକେଲା ଅଫିସ,୯ା୧: ବୁଧବାର ବନ୍ଦ ପାଳନ ସମୟରେ ଏକ ମାଛ ବୋଝେଇ ପିକ୍‌ଅପ୍‌ ଭ୍ୟାନ ଷ୍ଟିଲ ସିଟିର ବିର୍ସା ଛକରେ ଓଲଟି ପଡ଼ିବାରୁ ଅଭାବନୀୟ ପରିସ୍ଥିତି...

କାଜୁ, ଲେମନ ଗ୍ରାସ୍‌ କେଳେଙ୍କାରି : ଜୀବନ ଜୀବିକା ନାଁରେ ହରିଲୁଟ୍‌

ଚିତ୍ରକୋଣ୍ଡା,୧୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ, ପାପରମେଟେଲା ଏବଂ ପଣସପୁଟ ଅଞ୍ଚଳରେ ବିକାଶ ନାମକ ଏକ ଏନ୍‌ଜିଓ କାର୍ଯ୍ୟ କରୁଛି। ଏହି ଅନୁଷ୍ଠାନ...

ନବକଳେବରରେ ଶ୍ରୀପତିତପାବନ ବାନା

କାକଟପୁର ମଙ୍ଗଳା ମନ୍ଦିର ବିଧି: ପ୍ରଥମେ ମା’ ମଙ୍ଗଳାଙ୍କର ମହାସ୍ନାନ କରାଯାଇଥାଏ। – ମହାସ୍ନାନ ପରେ ମା’ଙ୍କର ବଡ଼ ସିଂହାର ବେଶ କରାଯାଇଥାଏ। – ଏହାପରେ...

୧୬ ଜିଲାରେ ଖୋଲିବ ୩୪ ସିଭିଲ ଜଜ୍‌ କୋର୍ଟ

କଟକ ଅଫିସ,୨୬ା୯: ରାଜ୍ୟର ୧୬ଟି ଜିଲାରେ ୩୪ ନୂତନ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ତଥା ଜେଏମ୍‌ଏଫ୍‌ସି ପ୍ରତିଷ୍ଠା ହେବ। ଏଥିପାଇଁ ଉକ୍ତ ଜିଲାଗୁଡ଼ିକର...

ଏସ୍‌ସିବିରେ ଖୋଲିବ କରୋନା ସୂଚନା, ତାଲିମ କେନ୍ଦ୍ର

କଟକ ଅଫିସ୍‌,୧୫ା୪: କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସ୍ବତନ୍ତ୍ର ଭାବେ କରୋନା ସମ୍ପର୍କରେ ତାଲିମ୍‌ ଏବଂ ସୂଚନା ପ୍ରଦାନ କରିବା...

ଦୁର୍ଘଟଣା ଅପରାଧ ପାଇଁ ନିଶା ଦାୟୀ

ଫୁଲବାଣୀ ଅଫିସ,୨୬ା୬-ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ପରିସରରେ ଜିଲାସ୍ତରୀୟ ଆନ୍ତର୍ଜାତିକ ନିଶା ନିବାରଣ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲାପାଳ ବସନ୍ତ...

Advertisement
Archives

Model This Week