ଦେବେନ୍ଦ୍ରଙ୍କ ଶେଷକୃତ୍ୟରେ ସାମିଲ ହେଲେ ବାବା ରାମଦେବ

ପୁରୀ,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ଭୁବନେଶ୍ବରରୁ ଆସି ପୁରୀରେ ପହଞ୍ଚିଛି। ଆଉ କିଛି ସମୟ ପରେ ପୁରୀ ସ୍ବର୍ଗଦ୍ବାରରେ ପଞ୍ଚଭୂତରେ ବିଲୀନ ହେବେ ଦେବେନ୍ଦ୍ର। ଏନେଇ ଶେଷ ଯାତ୍ରାରେ ସାମିଲ ହେଲେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି। ହେଲେ ବାବା ରାମଦେବ ମଧ୍ୟ ଦେବେନ୍ଦ୍ରଙ୍କ ଶେଷଯାତ୍ରା ସାମିଲ ହେବା ପାଇ ପୁରୀରେ ପହଞ୍ଚିଛନ୍ତି।

ଦେବେନ୍ଦ୍ର ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ନୂଆଦିଲ୍ଲୀ ସ୍ଥିତ ଧର୍ମେନ୍ଦ୍ର ପ୍ରଧାନଙ୍କ ସରକାରୀ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ, କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ସମେତ ବହୁ ନେତା ତାଙ୍କ ଶେଷ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାଜ୍ୟ ସଭା ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା କରୁଛି ଘୋଡ଼ା ବେପାର

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

ଦୋହଲିଗଲା ଖାର୍ଗ ଦ୍ୱୀପ! ଟ୍ରମ୍ପଙ୍କ ଦାବି: ସମସ୍ତ ଇରାନୀ ସାମରିକ ଘାଟି ଧ୍ୱଂସ; ଜାରି କଲେ ଭିଡିଓ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନର ଖାର୍ଗ ଦ୍ୱୀପରେ ଆମେରିକାର ସେନା ପ୍ରବଳ ବୋମାମାଡ଼ କରିଛି। ଟ୍ରମ୍ପଙ୍କ ଅନୁଯାୟୀ, ଏହି ଆକ୍ରମଣରେ…

ଭିବି ରାମଜି, ସମଗ୍ର ଶିକ୍ଷା ଯୋଜନାର ସାମାଜିକ ସମୀକ୍ଷା: କାମ ନ କରି ଉଠାଯାଇଛି ୩ ପ୍ରକଳ୍ପର ଟଙ୍କା

ନନ୍ଦପୁର,୧୪୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧୀନ ୨୩ ପଞ୍ଚାୟତର ଭିବି ରାମଜି(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କରାଯାଇଥିବା କାର୍ଯ୍ୟ ଓ ବିଦ୍ୟାଳୟଗୁଡ଼ିକରେ ସମଗ୍ର ଶିକ୍ଷା…

ଗ୍ୟାସ୍‌ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…

କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା।…

ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …

ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି…

ଭାରତ ସାମ୍ନାରେ ହାତ ପତାଉଛି ଆମେରିକା! ଯୁଦ୍ଧ ମଧ୍ୟରେ କାହିଁକି ଏମିତି କହିଲେ ଇରାନ ବୈଦେଶିକ ମନ୍ତ୍ରୀ? ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକାର ଆକ୍ରମଣ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି, ରୁଷୀୟ ତୈଳ ସମ୍ପର୍କରେ ୱାଶିଂଟନକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri