Posted inଜାତୀୟ

ବଜାରକୁ ଆସିଲା ବାବା ରାମଦେବଙ୍କ ଆୟୁର୍ବେଦିକ କରୋନା ଔଷଧ

ନୂଆଦିଲ୍ଲୀ,୧୯।୨: ଯୋଗ ଗୁରୁ ବାବା ରାମଦେବ କରୋନା ସଂକ୍ରମଣର ମୁକାବିଲା ପାଇଁ ଏକ ନୂତନ ଔଷଧ ଲଞ୍ଚ କରିଛନ୍ତି। ଶୁକ୍ରବାର ଦିଲ୍ଲୀର ସମ୍ବିଧାନ କ୍ଲବରେ ଏକ କାର୍ଯ୍ୟକ୍ରମ ସମୟରେ ରାମଦେବ ଏହାକୁ ଲଞ୍ଚ କରିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏବଂ କେନ୍ଦ୍ର ସଡକ ଏବଂ ପରିବହନ ମନ୍ତ୍ରୀ ନିତିନ ଗଡକରୀ ମଧ୍ୟ ଉପସ୍ଥିତ ଥିଲେ। ବାବା ରାମଦେବ ସୂଚନା ଦେଇଛନ୍ତି ଯେ ପତଞ୍ଜଳିର କରୋନିଲ ଟାବଲେଟ ଏବେ କରେନାକୁ ଭଲ କରିବ। ସେ ଦାବି କରିଛନ୍ତି ଯେ ଆୟୁଷ ମନ୍ତ୍ରଣାଳୟ କରୋନିଲ ଟାବଲେଟକୁ ଏକ ଔଷଧ ରୂପେ ଗ୍ରହଣ କରିଛି। ଏହାପୂର୍ବରୁ, କରୋନିଲ ଟାବଲେଟକୁ କେବଳ ଏକ ଇମ୍ୟୁନିଟି ବୁଷ୍ଟର କୁହାଯାଉଥିଲା। ପତଞ୍ଜଳି ଦାବି କରଛି ଯେ ୭୦% ରୋଗୀ ତିନି ଦିନ ମଧ୍ୟରେ ଏହି ଔଷଧ ବ୍ୟବହାର କରି ଆରୋଗ୍ୟ ହୋଇଉନ୍ତି। ଆଜି ଏକ ଐତିହାସିକ ଦିନ ବୋଲି ରାମଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri