Posted inଜାତୀୟ

ଅଯୋଧ୍ୟାକୁ ଦେଖି ଯେଉଁମାନେ ଲଙ୍କା ଖାଇବା ଭଳି ହେଉଛନ୍ତି, ସେମାନଙ୍କ ପାଇଁ ମୁଁ ଔଷଧ ପ୍ରସ୍ତୁତ କରିବି: ରାମଦେବ

ଅଯୋଧ୍ୟା,୫।୮: ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ଭବ୍ୟ ମନ୍ଦିର ନିର୍ମାଣ ନେଇ ଅନୁଷ୍ଠିତ ହୋଇଛି ଭୂମିପୂଜନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ରାମମନ୍ଦିରର ଶିଳାନ୍ୟାସ କରିଛନ୍ତି। ତେବେ ଏହି ମନ୍ଦିର ନିର୍ମାଣ ନେଇ ଅନେକେ କଟୁ ମନ୍ତବ୍ୟ ରଖୁଛନ୍ତି। ଯୋଗଗୁରୁ ବାବା ରାମଦେବ ସେମାନଙ୍କୁ ଭତ୍ସନା କରିବା ସହ କହିଛନ୍ତି, ଅଯୋଧ୍ୟାକୁ ନେଇ ଯେଉଁ ଲୋକ ଓଲଟାପାଲଟା କଥା କହୁଛନ୍ତି, ସେମାନେ ଲଙ୍କା ଖାଇବା ପରି ହେଉଛନ୍ତି। କରୋନିଲ୍‌ ପ୍ରସ୍ତୁତ କରିବା ଭଳି ଏଭଳି ଲୋକଙ୍କ ପାଇଁ ମୁଁ ଔଷଧ ପ୍ରସ୍ତୁତ କରିବି। ଯେଉଁମାନେ ସମାଲୋଚନା କରୁଥିଲେ ସେମାନେ ଏବେ କରୋନିଲ ଖାଉଛନ୍ତି। ମୁଁ କହିଲି ଖାଇ ନିଅ, ତେବେ ହିଁ ବଞ୍ଚିବ ବୋଲି ସେ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, କେବଳ ଅଯୋଧ୍ୟାର ରାଜା ଥିବା ଯୋଗୁ ରାମଙ୍କୁ ପୂଜା କରାଯାଏ ନାହିଁ। ସେ ବନବାସ ଯାଇଥିଲେ, ରାବଣର ସଂହାର କରିଥିଲେ। ସେ ଜଣେ ପୁଅ, ସ୍ବାମୀ ଏବଂ ରାଜା ହେବାର ଧର୍ମ ନିଭାଇଥିଲେ। ଭଗବାନ ରାମ ରାଜନୀତି ନୁହଁନ୍ତି, ସେ ରାଷ୍ଟ୍ର ଅଟନ୍ତି, ଧର୍ମ ଅଟନ୍ତି, ତପ ଏବଂ ତ୍ୟାଗ ମଧ୍ୟ ଅଟନ୍ତି ବୋଲି ରାମଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ମୋଦି ମାସ୍କର ଚାହିଦା

ଭୋପାଳ,୧୬।୬: କରୋନା ମହାମାରୀକୁ ରୋକିବାକୁ ମାସ୍କ ପିନ୍ଧିବା ଜରୁରୀ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ପୂର୍ବରୁ ମେଡିସିନ ଷ୍ଟୋରରେ ଏହି ମାସ୍କ ଉପଲବ୍ଧ ହେଉଥିବା ବେଳେ ଏବେ...

ମୋବାଇଲ ନିଶାରେ ପଡିଥିବା ବ୍ୟକ୍ତିଙ୍କର ଏଠାରେ ହେବ ଚିକିତ୍ସା

ଅମୃତସର,୧୨।୭: ପଞ୍ଜାବ ଅମୃତସରରେ ଏକ ହସ୍ପିଟାଲରେ ମୋବାଇଲ ଡି-ଆଡିକଶନ ସେଣ୍ଟର ଖୋଲିଛି। ମୋବାଇଲ ନିଶାରୁ ମୁକ୍ତ କରିବା ପାଇଁ ଏହି କେନ୍ଦ୍ର ଖୋଲା ଯାଇଛି। ଏହା...

ପ୍ରାଣୀଙ୍କ ପାଇଁ କରୋନା ଟିକା, ୨୩ କୁକୁରଙ୍କ ଉପରେ ପରୀକ୍ଷଣ ସଫଳ…

ନୂଆଦିଲ୍ଲୀ, ୧୯।୧ : ହରିୟାଣାର ହିସାରରେ ଅବସ୍ଥିତ ସେଣ୍ଟ୍ରାଲ ହର୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ବୈଜ୍ଞାନିକମାନେ ପ୍ରାଣୀମାନଙ୍କ ପାଇଁ ଦେଶର ପ୍ରଥମ କରୋନା ଟିକା ପ୍ରସ୍ତୁତ କରିବାରେ...

‘ମଦ୍ୟପାନ କରୁଥିବା ଲୋକେ ମହାପାପି’

ପାଟଣା,୩୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଦ୍ୟପାନ କରୁଥିବା ଲୋକଙ୍କୁ ମହାପାପି କହିଛନ୍ତି। ଏଥିସହିତ ବିଷାକ୍ତ ମଦ ଯୋଗୁ ପ୍ରାଣ ହରାଇଥିବା ଲୋକଙ୍କୁ ରାଜ୍ୟ ସରକାରଙ୍କ...

ରାଷ୍ଟ୍ରପତି ନିର୍ବାଚନ, ମତଦାନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ...

ନିର୍ମାଣ ହେବ ପାରିକରଙ୍କ ବାୟୋପିକ୍‌

ମୁମ୍ବାଇ,୧୪।୧୨: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ଥିବା ସ୍ବର୍ଗତଃ ମନୋହର ପାରିକରଙ୍କ ଜୀବନିକୁ ନେଇ ଖୁବ୍‌ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ। ଏଥିପାଇଁ...

ସଞ୍ଜୟଙ୍କ ବିଦେଶ ଗସ୍ତକୁ ନେଇ ଉପୁଜିପାରେ ବାଧା

ମୁମ୍ବାଇ,୧୩।୮: ବଲିଉଡ୍‌ ନାୟକ ସଞ୍ଜୟ ଦତ୍ତ କ୍ୟାନସରରେ ପୀଡ଼ିତ ହେବା ଜଣାପଡିବା ପରେ ସମସ୍ତେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି। ତେବେ କ୍ୟାନସର ଚିକିତ୍ସା...

ମହାନଦୀ ବିବାଦ: ଟ୍ରିବ୍ୟୁନାଲରେ ୯ ସାକ୍ଷୀଙ୍କ ତାଲିକା ଦେଲା ଓଡ଼ିଶା

ନୂଆଦିଲ୍ଲୀ,୧୩।୨: ମହାନଦୀ ଜଳ ବିବାଦ ମାମଲାର ଅନୁଧ୍ୟାନ ଲାଗି ଓଡ଼ିଶା ସରକାର ଟ୍ରିବ୍ୟୁନାଲରେ ୯ ଜଣ ସାକ୍ଷୀଙ୍କ ତାଲିକା ଦାଖଲ କରିଛନ୍ତି। ସେହିପରି ଶୁଣାଣି ବେଳେ...

Advertisement
Archives

Model This Week