Posted inଜାତୀୟ

ସମସ୍ତଙ୍କ ଧ୍ୟାନ ଆକର୍ଷଣ କଲା ଯୋଗୀ ଆଦିତ୍ୟନାଥଙ୍କ ସହ ବାବା ରାମଦେବଙ୍କ ଯୁଗଳବନ୍ଦୀ

ପ୍ରୟାଗରାଜ,୨୭।୧: ସୋମବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଯୋଗଗୁରୁ ବାବା ରାମଦେବ ପ୍ରୟାଗରାଜ ମହାକୁମ୍ଭରେ ପହଞ୍ଚିଥିଲେ। ସେ ତ୍ରିବେଣୀ ସଙ୍ଗମରେ ପବିତ୍ର ସ୍ନାନ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବାବା ରାମଦେବଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଥିଲା।
ବାବା ରାମଦେବ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ମିଳିତ ଭାବରେ ସଙ୍ଗମ ନଦୀ କୂଳରେ ଯୋଗ ଆସନ ପ୍ରଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଏବଂ ବାବା ରାମଦେବଙ୍କ ଜୁଗଳବନ୍ଦୀ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହାର ଫଟୋ ମଧ୍ୟ ସାମ୍ନାକୁ ଆସିଛି, ମୁଖ୍ୟମନ୍ତ୍ରୀ ଯୋଗୀ ସଙ୍ଗମ କୂଳରେ ରାମଦେବଙ୍କ ସହ ଯୋଗ କରିଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଏବଂ ବାବା ରାମଦେବ ଯୋଗ ମୁଦ୍ରା ପ୍ରଦର୍ଶନ କରିଥିଲେ।
ସୂଚନାଯୋଗ୍ୟ, ସୋମବାର ମହାକୁମ୍ଭରେ ବୁଡ ପକାଇବାକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ପରିବାର ସହ ସେଠାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ୨ ଟ୍ରେନ୍‌ ବାତିଲ, ୧୪ର ଗତିପଥ ପରିବର୍ତ୍ତନ, ଜାଣି ନିଅନ୍ତୁ କେଉଁ କେଉଁ…

ଭୁବନେଶ୍ୱର,୨୯ା୧୦(ସୁଚିସ୍ମିତା ସାହୁ): ବାତ୍ୟା ଓ ବର୍ଷାଜନିତ ପରିସ୍ଥିତି ଏବଂ ରେଳଧାରଣା ନିକଟରେ ଜଳସ୍ତର ବୃଦ୍ଧି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ବିଶାଖାପାଟଣା ରେଳ ଡିଭିଜନ ଅନ୍ତର୍ଗତ…

ଜୋଲାପୁଟ ଡ୍ୟାମ୍‌ର ୮ ଗେଟ୍‌ ଖୋଲିଲା

ନନ୍ଦପୁର,୨୯ା୧୦(ତୁଷାର କାନ୍ତ ମହାନ୍ତି): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଲଗାଣ ବର୍ଷା ଯୋଗୁ ପାତାଳୀ ଓ ମାଛକୁଣ୍ଡ ନଦୀ ଦେଇ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ର ଜୋଲାପୁଟ ଜଳଭଣ୍ଡାର…

କାଲି ଗଞ୍ଜାମ-ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ….

ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍‌ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ…

କାଲି ମିଳିବ ୨୪ତମ ପିଏମ୍‌ କିଷାନ କିସ୍ତି, ରାଜ୍ୟର ୩୫.୩୯ ଲକ୍ଷ ଚାଷୀଙ୍କ…

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ପିଏମ୍‌ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍‌ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି…

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ପରାସ୍ତ କରି ଭାରତର ବିଜୟ ଧାରା ଜାରି

ଜଳନ୍ଧର,୨୯ା୧୦: ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ହକି ଦଳ ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ବିଜୟ ଧାରା ଜାରି ରଖିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଧିନାୟକ…

ଆମ୍ବୁଲାନ୍ସରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ

କରାଚୀ, ୨୯ା୧୦ : ଦକ୍ଷିଣ ପାକିସ୍ତାନର ଏକ ସରକାରୀ ଚିକିତ୍ସାଳୟ ପରିସରରେ ଠିଆ ହୋଇଥିବା ଏକ ଆମ୍ବୁଲାନ୍ସ ଭିତରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ଘଟି ଜଣେ ରୋଗୀଙ୍କ…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?