Posted inଜାତୀୟ

ବାବା ସିଦ୍ଦିକିଙ୍କ ପୋଷ୍ଟ ମର୍ଟମ ପାଇଁ କାହିଁକି ମନା କଲେ ପୁଅ? କହିଲେ ଏମିତି କାରଣ

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକିଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନର କପୁର୍‌ ହସ୍ପିଟାଲକୁ ନିଆଯାଇଛି। ତେବେ ଘଟଣାର କାରଣ ସ୍ପଷ୍ଟ ନହେବା ପର୍ଯ୍ୟନ୍ତ ତାଙ୍କ ପୁଅ ତଥା ବାନ୍ଦ୍ରା ପୂର୍ବ ବିଧାୟକ ଜିଶାନ ସିଦ୍ଦିକି ପୋଷ୍ଟମର୍ଟମକୁ ଅନୁମତି ଦେଇ ନାହାଁନ୍ତି।
ଖବରକାଗଜ ଇଣ୍ଡିଆନ ଏକ୍ସପ୍ରେସର ରିପୋର୍ଟ ଅନୁଯାୟୀ ମୁମ୍ବାଇ ପୋଲିସ କହିଛି ଯେ ଜିଶାନ ସିଦ୍ଦିକି ତାଙ୍କ ପିତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଅନୁମତି ଦେଉ ନାହାଁନ୍ତି। ସେ କହିଛନ୍ତି ଯେ ଯେପର୍ଯ୍ୟନ୍ତ ଏହି ହତ୍ୟାକାଣ୍ଡର କାରଣ ଜଣା ପଡିନାହିଁ, ସେ ପୋଷ୍ଟମର୍ଟମକୁ ଅନୁମତି ଦେବେ ନାହିଁ। ମୁମ୍ବାଇର ଜଣେ ଅଧିକାରୀ କହିଛନ୍ତି ଯେ ଅଭିଯୁକ୍ତଙ୍କ ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ସହ ଲିଙ୍କ ଥାଇପାରେ କି ନାହିଁ ତାହା ଅନୁସନ୍ଧାନ କରାଯାଉଛି।
ସୂଚନାଯୋଗ୍ୟ, ହତ୍ୟାକାଣ୍ଡର ୧୫ଦିନ ପୂର୍ବରୁ ତାଙ୍କୁ ମୃତ୍ୟୁ ଧମକ ମିଳିଥିଲା, ଯାହାକୁ ଦୃଷ୍ଟିରେ ରଖି ତାଙ୍କୁ ‘Y’ ବର୍ଗର ସୁରକ୍ଷା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri